Posted inଜାତୀୟ

ମହଙ୍ଗା ପଡ଼ିଲା ଇନ୍‌ଷ୍ଟାଗ୍ରାମ ପୋଷ୍ଟ: ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ,୧୯।୧୧: ଇନ୍‌ଷ୍ଟାଗ୍ରାମ ପୋଷ୍ଟ ପାଇଁ ଗୁଜରାଟ ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଆଇଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ଆଇଏଏସ୍‌ ଅଧିକାରୀ ଅଭିଷେକ ସିଂଙ୍କୁ ନିର୍ବାଚନ କମିଶନ ବହିଷ୍କାର କରିଛନ୍ତି।

ସେ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହେବା ସହ କାର୍ଯ୍ୟରେ ଯୋଗଦେଇଥିବା ନେଇ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ନିଜର ପ୍ରଚାର ପାଇଁ ସେ ପଦବୀର ଅପବ୍ୟବହାର କରିଥିବା ନେଇ ନିର୍ବାଚନ କମିଶନଙ୍କ ଏକ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି। ଉତ୍ତରପ୍ରଦେଶ କ୍ୟାଡର ଆଇଏଏସ୍‌ ଅଫିସର ଅଭିଷେକଙ୍କୁ ଅହମ୍ମଦାବାଦର ବାପୁନଗର ଏବଂ ଅସରଓ୍ବା ଆସନ ପାଇଁ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା। ଅନ୍ୟପକ୍ଷେ ଆଇଏଏସ୍‌ ଅଧିକାରୀ ଏ ସମ୍ପର୍କରେ ଟୁଇଟ କରି ନିଜର ପ୍ରତିକ୍ରିୟା ରଖିଛି। ଇସିଆଇଙ୍କ ଏହି ନିର୍ଦ୍ଦେଶକୁ ସମ୍ମାନ ଜଣାଇବା ସହ ସେ ଏହି ପୋଷ୍ଟରେ କୌଣସି ଭୁଲ କରି ନ ଥିବା ଅଭିଷେକ୍‌ କହିଛନ୍ତି। ଜଣେ ସରକାରୀ କର୍ମଚାରୀ ଜନସାଧାରଣଙ୍କ ଟଙ୍କାରେ କିଣାଯାଇଥିବା ସରକାରୀ ଗାଡ଼ିରେ ନିଜର କାର୍ଯ୍ୟ ସମ୍ପାଦନା କରିବା ଏବଂ ଜନସାଧାରଣଙ୍କ ସହ ଯୋଗାଯୋଗ କରିବାରେ କୌଣସି ଭୁଲ ନାହିଁ। ଏହା କୌଣସି ପ୍ରଚାର କିମ୍ବା ଷ୍ଟଣ୍ଟ ନୁହେଁ ବୋଲି ଅଭିଷେକ ନିଜର ସ୍ପଷ୍ଟୀକରଣ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?