ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ  ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ ମୃତଦେହ ସତ୍କାର କରାଯିବ ନଚେତ୍‌ ଅନୁମତି ପ୍ରତ୍ୟାହାର କରି ନିଆଯିବ ବୋଲି ଜିଲାପାଳ ଚେତାବନୀ ଦେଇଛନ୍ତି।

ଏପ୍ରିଲ ୨୫ରୁ ସ୍ବର୍ଗଦ୍ୱାର ପାଇଁ ଲାଗି ହୋଇଥିବା କଟକଣା ଆଜିଠୁ କୋହଳ ହୋଇଛି। ଏପ୍ରିଲ ୨୫ରୁ କେବଳ ପୁରୀ ଜିଲା ଭିତରର ମୃତଦେହ କୋଭିଡ୍‌ କଟକଣା ମଧ୍ୟରେ ଦାହ କରାଯାଉଥିଲା। ଏବେ କୋଭିଡ୍‌ କଟକଣା ଏବଂ ଡାକ୍ତର ସାର୍ଟିଫିକେଟ ଆଧାରରେ ମୃତଦେହ ଦାହ କରାଯିବ। ମାତ୍ର ୧୦ ଜଣ ସମ୍ପର୍କୀୟଙ୍କ ଉପସ୍ଥିତିରେ ମୃତଦେହ ସତ୍କାର କରାଯିବ।

ଶନିବାର ଓ ରବିବାର ଶଟ୍‌ଡାଉନ ସମୟରେ ମଧ୍ୟ ମୃତଦେହ ଦାହ କରାଯାଇପାରିବେ। କୋଭିଡ୍‌ କଟକଣା ଅବମାନନା କଲେ ପୁନର୍ବାର କଟକଣା ଲାଗୁ କରାଯିବ ବୋଲି ଜିଲାପାଳ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଘର ଆମ ହାଣ୍ଡିଶାଳ ସିଜନ୍‌-୨’ ଲୋକାର୍ପିତ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଟିଡିସି ପକ୍ଷରୁ ବୁଧବାର ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟ ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣ...

ଘୋଷିତ, ଅଘୋଷିତ ବିଦ୍ୟୁତ୍‌ କାଟ୍‌

ଯାଜପୁର ଅଫିସ,୬ା୧:  ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ହେବ ନାହିଁ ବୋଲି ସରକାର ଘୋଷଣା କରିଛନ୍ତି । ହେଲେ ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ମନା କରିନାହାନ୍ତି। ସେଥିଲାଗି...

ବେଆଇନ ଇଟାଭାଟି ସିଲ୍‌ କଲା ପ୍ରଶାସନ

ହିଞ୍ଜିଳିକାଟୁ, ୧୯ା୮(ଡି.ଏନ୍‌.ଏ)- ହିଞ୍ଜିଳିକାଟୁ ତହସିଲର ବିଭିନ୍ନ ବେଆଇନ ଇଟାଭାଟିରେ ପ୍ରଶାସନ ପକ୍ଷରୁ ସୋମାବର ଲାଲ ବାନା ଲଗାଯିବା ସହ ଭାଟିରେ ତାଲା ପକାଯାଇଛି। ହିଞ୍ଜିଳିକାଟୁ ତହସିଲର...

ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି...

କଂଗ୍ରେସ ବିପର୍ଯ୍ୟୟର କାରଣ ଖୋଜା କମିଟି ନେଇ ବଢ଼ିପାରେ ଅସନ୍ତୋଷ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସ ବିପର୍ଯ୍ୟୟର ମୁଖ୍ୟ କାରଣ କ’ଣ ସେନେଇ ଆରମ୍ଭ ହେବ ତର୍ଜମା। ଏଥିପାଇଁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ପକ୍ଷରୁ ଏକ ୨୧ଜଣିଆ କମିଟି...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି ।...

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି ।...

ନଦୀଭିତ୍ତିକ ବନ୍ଦର ସ୍ବପ୍ନ

କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍‌-ପ୍ରାଇଭେଟ୍‌-ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ...

Advertisement
Archives

Model This Week