ମୋଦିଙ୍କୁ ସ୍ବାଗତ କରିବାକୁ ତ୍ରିରଙ୍ଗା ରଙ୍ଗରେ ସଜ୍ଜିତ ହେଲା ବୁର୍ଜ ଖଲିଫା

ଆବୁଧାବି,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରି ଶନିବାର ସକାଳେ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ପହଞ୍ଚିଛନ୍ତି। ଆବୁଧାବି ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ଆବୁଧାବିର କ୍ରାଉନ ପ୍ରିନ୍ସ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହୟାନଙ୍କୁ ମୋଦି ଭେଟିଥିଲେ।
ୟୁଏଇରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ଦୁବାଇର ବୁର୍ଜ ଖଲିଫାକୁ ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗା ରଙ୍ଗରେ ରଙ୍ଗା ଯାଇଥିଲା। ଏହାସହ ପ୍ରଧାନମନ୍ତ୍ରୀଙ୍କ ଫଟୋ ମଧ୍ୟ ପ୍ରଦର୍ଶିତ ହୋଇଥିଲା। ମୋଦିଙ୍କୁ ସ୍ବାଗତ କରିବା ଲାଗି ଲାଇଟରେ ଓ୍ବେଲକମ ଅନରେବଲ ପ୍ରାଇମିନିଷ୍ଟର ନରେନ୍ଦ୍ର ମୋଦି(ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ) ବୋଲି ଲେଖାଯାଇଥିଲା।
ମୋଦିଙ୍କ ବୁର୍ଜ ଖଲିଫା ଗସ୍ତ ସମୟରେ ଜାତୀୟ ପତାକା ମଧ୍ୟ ପ୍ରଦର୍ଶିତ ହୋଇଥିଲା। ଗତ ବର୍ଷ, ଭାରତ ସ୍ବାଧୀନତାର ୭୫ ବର୍ଷ ପୂରଣ ଅବସରରେ, ବୁର୍ଜ ଖଲିଫା ତ୍ରିରଙ୍ଗା ରଙ୍ଗରେ ସଜା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri