ରିଲିଜ ହେଲା ଲକ୍ଷ୍ମୀ ବମର ‘ବୁର୍ଜ ଖଲିଫା’ ଗୀତ

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଓ କିୟାରା ଆଡଭାନିଙ୍କ ଅଭିନୀତ ‘ଲକ୍ଷ୍ମୀ ବମ’ ଫିଲ୍ମର ଯେଉଁ ଗୀତକୁ ଦର୍ଶକେ ଆଗ୍ରହର ସହ ଅପେକ୍ଷା କରିଥିଲେ ଶେଷରେ ତାହା ରିଲିଜ ହୋଇଛି । ‘ବୁର୍ଜ ଖଲଫା’ ଗୀତ ରିଲିଜ୍ ହେବାର ମାତ୍ର କେଇ ଘଣ୍ଟା ମଧ୍ୟରେ ଏହାକୁ ୪ ଲକ୍ଷ ଭ୍ୟୁଜ ମିଳିଛି । ଗୀତରେ ଅକ୍ଷୟ-କିୟାରାଙ୍କ ଦମଦାର କେମେଷ୍ଟ୍ରି ଦେଖିବାକୁ ମିଳିଛି । ଦୁବାଇର ସୁନ୍ଦର ପରିବେଶ ମଧ୍ୟରେ ଅକ୍ଷୟ-କିଆରାଙ୍କ ରୋମାଣ୍ଟିକ କେମେଷ୍ଟ୍ରି ଏଥିରେ ଭାଲ୍ୟୁ ଆଡ୍ କରୁଛି । ଏଥିରେ ଉଭୟଙ୍କର ଭିନ୍ନ ଭିନ୍ନ ଲୁକ୍ସ ଦେଖିବାକୁ ମିଳିଛି । ଅକ୍ଷୟ ଏହି ଗୀତର ରିଲିଜକୁ ନେଇ ସୂଚନା ଦେଇ ଲେଖିଛନ୍ତି, ବର୍ଷର ସବୁଠାରୁ ବଡ ଡ୍ୟାନ୍ସ ଟ୍ରାକକୁ ଏବେ ରିଲିଜ କରିଛୁ, ଗ୍ରୁପ ପାଇଁ ପ୍ରସ୍ତୁତ ରୁହନ୍ତୁ । ସୂଚନାଯୋଗ୍ୟ, ଏହାର୍ପୂବରୁ ଗୀତର ଟିଜର ରିଲିଜ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?