ଘର ଜାଳିଦେଲେ, ମା’ଙ୍କୁ ଆକ୍ରମଣ ଉଦ୍ୟମ: ଅଭିଯୁକ୍ତ ପୁଅ ଗିରଫ

ଅନୁଗୋଳ ଅଫିସ, ୨ା୯:ଅନୁଗୋଳ ସଦର ଥାନା ରନ୍ତଲେଇ ଜଙ୍ଗଲମୌଜାର ଦୀନେଶ ନାଏକ(୨୦) ଗୁରୁବାର ନିଜ ଘର ପୋଡ଼ି ଦେବା ସହ ମା’ଙ୍କୁ ଆକ୍ରମଣ ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଆୟତ୍ତ କରିବା ପରେ ପୋଲିସ ପହଞ୍ଚତ୍ ଥାନାକୁ ଉଠାଇ ଆଣିଥିଲା। ପରେ ମା’ ଶୈଳ ନାଏକଙ୍କ ଲିଖିତ ଅଭିଯୋଗ ଆଧାରରେ ଅଭିଯୁକ୍ତ ପୁଅ ଦୀନେଶଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଦିନେଶ ମଦ୍ୟପାନ କରି ଘରକୁ ଆସିବା ପରେ କୌଣସି କଥାକୁ ନେଇ ମା’ଙ୍କ ସହ ବଚସା କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୀନେଶ ତାଙ୍କ ଘରକୁ ଜାଳିଦେଇଥିଲେ। ପରେ ମା’କୁ ଜୀବନରୁ ମାରି ଦେବାକୁ ତଣ୍ଟିକୁ ଚିପି ଦେଇଥିଲେ। ଏହାଦେଖି ସ୍ଥାନୀୟ ଲୋକମାନେ ତାଙ୍କୁ କାବୁ କରିଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଦୀନେଶଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ସତ୍ୟବ୍ରତ ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ କେଉଁଆଡ଼େ ଗଲେଯେ ଆଉ ଫେରିଲେନି, ବିଲରୁ ମିଳିଲା ମୁଣ୍ଡବିହୀନ ମୃତଦେହ

ଆରଡ଼ି,୧୭।୭ (ଡି.ଏନ୍‌.ଏ. ): ଭଦ୍ରକ ଜିଲା ଅସୁରାଳି ନିକଟସ୍ଥ କାକୁଡ଼ିଗଡିଆ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ଗଳିତ ମୃତଦେହ ଜବତ ହୋଇଛି। ଉକ୍ତ ମୃତଦେହ ଧୂଷୁରୀ...

‘ସୁନା ନୁହେଁ, ପିତ୍ତଳ ଥାଳିରେ ଖାଉଛନ୍ତି ମହାପ୍ରଭୁ’

ପୁରୀ, ୩୦ା୬(ଅଜିତ୍‌ ମହାନ୍ତି): କୋଟି କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ ପିତ୍ତଳ ଥାଳିରେ ଖାଉଛନ୍ତି ଏବଂ ପୁରୁଣା ଅଳଙ୍କାର ପରିଧାନ କରୁଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରରେ...

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌...

ଏସ୍‌ପି ଅଫିସ ସମ୍ମୁଖ ଗହଣା ଦୋକାନରୁ ଚୋରି

କେନ୍ଦୁଝର,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଏସ୍‌ପି ଅଫିସ ସମ୍ମୁଖ ସାଇରାମ ଜୁଏଲାରୀ ଦୋକାନରୁ ମଙ୍ଗଳବାର ଚୋରି ହୋଇଛି। ଦୁର୍ବୃତ୍ତ ପଛପଟେ ଥିବା ପାଚେରି ଭାଙ୍ଗି ଗହଣା ଓ ଅନ୍ୟାନ୍ୟ...

ମହାରାଷ୍ଟ୍ର ଶ୍ରମିକଙ୍କୁ ସହଯୋଗ

ହାଟଡିହୀ,୫।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ସ୍କୁଲ ନିକଟରେ ଥିବା ମହାରାଷ୍ଟ୍ର ରାଜ୍ୟ ସୋଲାପୁରର ୧୫ଜଣ ଶ୍ରମିକଙ୍କୁ ଫ୍ରେଣ୍ଡ ଫର ଫାଉଣ୍ଡେସନର ସଦସ୍ୟମାନେ ସହଯୋଗର ହାତ...

ଆଗକୁ ବର୍ଷା: ଉପକୂଳବାସୀଙ୍କ ବଢ଼ୁଛି ଚିନ୍ତା

ପଟ୍ଟାମୁଣ୍ଡାଇ,୩ା୬(ସ୍ବ.ପ୍ର.): ଜୁନ ମାସ ଦ୍ୱିତୀୟ ସପ୍ତାହରେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରାକ୍‌ ଆକଳନ କରିବା ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ...

ବନ୍ଦ ପାଳନ, କଂଗ୍ରେସ କର୍ମୀଙ୍କ ଧାରଣା

ଯାଜପୁର ଅଫିସ,୧୩।୧୧: ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା...

ଜି ସଲାମ ଟିଭି ଚାନେଲରେ ଚମକିବେ ମାଲକାନଗିରି ଝିଅ

ମାଲକାନଗିରି, ୧୦।୭(ଡି.ଏନ.ଏ.)- ନୃତ୍ୟ କ୍ଷେତ୍ରରେ ନିଜର ପରିଦର୍ଶିତା ଯୋଗୁଁ ବର୍ତ୍ତମାନ ଟିଭିରେ ଚମକିବେ ମାଲକାନଗିରି ଜିଲାର ଝିଅ। ସେ ହେଉଛନ୍ତି ସୁମନ୍ତ ବୈରାଗିଙ୍କ ଝିଅ ସୌମ୍ୟା।...

Advertisement
Archives

Model This Week