ନିଆଁରେ ସେକି ହେଉଥିଲେ ପୋଡ଼ିଗଲେ…

ବଡ଼ସାହି,୬ା୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତର ଟିକାୟତ ପୁର ଗ୍ରାମରେ ନିଆଁରେ ପୋଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପାର୍ବତୀ ସାହୁ (୭୦)। ଥଣ୍ଡାରୁ ରକ୍ଷା ପାଇବା ଲାଗି ଗୁରୁବାର ସକାଳେ ନିଆଁରେ ସେକି ହେଉଥିବା ବେଳେ ତାଙ୍କ ପିନ୍ଧା ଲୁଗାରେ ନିଆଁ ଲାଗି ଯିବାରୁ ସେ ପୋଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ବାରିପଦା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସିତ ଅବସ୍ଥାରେ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨/୨୩) ରୁଜୁ କରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।...

ଟ୍ରକ୍‌ ଧକ୍କାରେ ଯୁବକ ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କାମାକ୍ଷାନଗର,୧୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଟ୍ରକ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀ ଆଳତୁମା...

ଆଜି ଉଠିବ ମହାଦୀପ

ଆରଡ଼ି, ୨୪।୧୦ (ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଦୀପାବଳିରେ ମହାଦୀପ ଉଠିବା ପରମ୍ପରା ରହିଛି। ଚଳିତବର୍ଷ ସୋମବାର ମହାଦୀପ ମନ୍ଦିର ଚୂଡ଼ାକୁ...

୨୮୨ ସ୍ବାବ୍‌ ନେଗେଟିଭ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ନ ବ୍ୟାପିବା ପାଇଁ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲାରେ କରୋନାର ସ୍ଥିତି ନିୟନ୍ତ୍ରଣାଧୀନ ଅଛି।...

ଆଲୋଚନା ହେଉ ନଥିବାରୁ ବଢ଼ୁଛି ଅସନ୍ତୋଷ

ପାରାଦୀପ, ୩୦ା୭ (ସ୍ବ.ପ୍ର.): ୧୨ ଦଫା ଦାବି ନେଇ ଏକାଧିକ ସଂଗଠନ ପକ୍ଷରୁ ପିପିଏଲ୍‌ କମ୍ପାନୀ ଫାଟକ ଆଗରେ ଚାଲିଥିବା ଧାରଣା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି।...

୨୯ ଗ୍ୟାସ ସିଲିଣ୍ଡର ଜବତ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.)- ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଯୋଗାଣ ବିଭାଗର ଏକ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି।...

ସିକ୍ୟୁରିଟି ସଂସ୍ଥାର ବେଆଇନ କାରବାର: ବିନା କାର୍ଯ୍ୟାଦେଶରେ ଦିଆଯାଉଛି ନିଯୁକ୍ତି ସମ୍ବନ୍ଧୀୟ ପତ୍ର, ପାଣିକୋଇଲିରୁ ବଲାଙ୍ଗୀର, ରାୟଗଡା ଆଦି ଜିଲାକୁ ଲମ୍ବିଛି ଚେର

ଯାଜପୁର ଅଫିସ,୨୧ା୮- ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଅନୁସାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ ନ ଥିବାରୁ ଏଭଳି ସମସ୍ୟା...

ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ।...

Advertisement
Archives

Model This Week