ଜଳନ୍ତା ଗ୍ରହପିଣ୍ଡ ପୃଥିବୀ ମୁହାଁ, ଜୁଲାଇ ୧ରେ କରିବ ଅତିକ୍ରମ…

ଓ୍ବାଶିଂଟନ୍‌,୩୦।୬: ବିରାଟ ଜଳନ୍ତା ଗ୍ରହପିଣ୍ଡ ପୃଥିବୀମୁହାଁ ହୋଇଛି। ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଏହା ମାଡ଼ି ଆସୁଛି। ଜୁଲାଇ ୧ରେ ଏହା ପୃଥିବୀର କକ୍ଷ ପଥର ନିକଟରେ ଅତିକ୍ରମ କରିବ ବୋଲି ନାସାର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହାକୁ ୨୦୨୧ ଜିଏମ୍‌-୪ ଭାବେ ନାମିତ କରାଯାଇଛି। ଏହାର ଆକାର ୨୫୦ ମିଟର ଲମ୍ବ। ଏହା ବୁର୍ଜ ଖଲିଫା ଭଳି ବୃହତ୍‌ ବୋଲି ମହାକାଶ ବିଜ୍ଞାନୀ କହିଛନ୍ତି। ୨୦୦୬ଠାରୁ ନାସା ଏହି ଜଳନ୍ତା ଗ୍ରହପିଣ୍ଡ ଉପରେ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି। ପୃଥିବୀର ଅତି ନିକଟରେ ଏହା ଅତିକ୍ରମ କରୁଥିବାରୁ ଏହାକୁ ବିପଦ ଜନକ ଗ୍ରହପିଣ୍ଡ ଭାବେ ନାସା ପକ୍ଷରୁ ଚିହ୍ନଟ କରାଯାଇଛି। ଏଭଳି ଗ୍ରହପିଣ୍ଡ ଗୁରୁତ୍ୱ ଆକର୍ଷଣ ଯୋଗୁ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କଲେ ସଙ୍କଟ ସୃଷ୍ଟି ହୋଇଥାଏ। ତେବେ ୨୦୨୧ ଜିଏମ୍‌-୪କୁ ନେଇ ସେଭଳି ଆଶଙ୍କା ନ ଥିଲେ ମଧ୍ୟ ନାସାର ମହାକାଶବିଜ୍ଞାନୀ ସତର୍କତାର ସହିତ ଜଳନ୍ତା ଗ୍ରହପିଣ୍ଡ ଉପରେ ତୀକ୍ଷ୍‌ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?