ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …

ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ ବୋଲି ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହାର ଲମ୍ବ ୨୨୦ ମିଟର ରହିଛି। ଏହି ଗ୍ରହାଣୁପିଣ୍ଡର ଆକାର ଲଣ୍ଡନରେ ଥିବା ବିଗ୍‌ବେନ୍‌ ଘଣ୍ଟାର ଆକାରଠାରୁ ୨ ଗୁଣା ବଡ଼ ଥିବାବେଳେ ଏହା ୪ଟି ଫୁଟବଲ ପଡ଼ିଆ ସହିତ ସମାନ। ପୃଥିବୀର ଗୁରୁତ୍ୱ ଆକର୍ଷଣ ଦ୍ୱାରା ବାୟୁମଣ୍ଡଳରେ ଏହା ପ୍ରବେଶ କରିବାର ଆଶଙ୍କା ଖୁବ୍‌ କମ୍‌ ଥିଲେ ମଧ୍ୟ ନାସା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପୃଥିବୀଠାରୁ ୪୬.୫ ଲକ୍ଷ ମାଇଲ ଦୂରତାରେ ଗତି କରୁଥିବା ଗ୍ରହାଣୁପିଣ୍ଡକୁ ମହାକାଶ ଗବେଷଣା କେନ୍ଦ୍ର ପକ୍ଷରୁ ବିପଦ ଜନକ ବୋଲି କୁହାଯାଇଥାଏ। ୨୦୦୮-ଜିଓ-୨୦ ପୂର୍ବରୁ ୧୯୩୫ରେ ଏବଂ ୧୯୭୭ରେ ପୃଥିବୀର ନିିକଟବର୍ତ୍ତୀ ହୋଇଛି। ସେତେବେଳେ ଏହାର ଦୂରତା ପୃଥିବୀଠାରୁ ଯଥାକ୍ରମେ ୧୯ ଲକ୍ଷ ଏବଂ ୨୯ ଲକ୍ଷ କିଲୋମିଟର ଥିଲା। ତେବେ ଚଳିତବର୍ଷ ଏହା ପୃଥିବୀର କକ୍ଷପଥଠାରୁ ୪୫ ଲ୪ କିଲୋମିଟର ଦୂରେ ଅତିକ୍ରମ କରିବ। ୨୦୩୪ରେ ୨୦୦୮-ଜିଓ-୨୦ ପୁଣି ଥରେ ପୃଥିବୀ ନିଟବର୍ତ୍ତୀ ହେବ ବୋଲି ନାସା ପକ୍ଷରୁ କୁହାଯାଇଛି। ଏଭଳି ୨ ହଜାର ବିପଦଜନକ ଗ୍ରହାଣୁପିଣ୍ଡ ଉପରେ ନାସା ପକ୍ଷରୁ ଲଗାତାର ତୀକ୍ଷ୍‌ଣ ଦୃଷ୍ଟି ରଖାଯାଉଛି। ନାସାର ସେଣ୍ଟ୍ରେ ସିଷ୍ଟମ ଏଭଳି ଗ୍ରହାଣୁପିଣ୍ଡ ଉପରେ ଗବେଷଣା ଜାରି ରହିଛି। ଆସନ୍ତା ୧୦୦ ବର୍ଷ ମଧ୍ୟରେ ଏଭଳି ୨୨ଟି ଗ୍ରହାଣୁପିଣ୍ଡ ପୃଥିବୀର କକ୍ଷପଥ ନିକଟରେ ଗତି କରିବେ ବୋଲି ନାସାର ସେଣ୍ଟ୍ରେ ସିଷ୍ଟମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri