ଜେଏମ୍‌ଏଫ୍‌ସି କୋର୍ଟରେ ପଶି ରେକର୍ଡ ପୋଡିଦେଲେ: ଅଭିଯୁକ୍ତଙ୍କୁ ଧରି ପୋଲିସର ପଚରାଉଚରା

ରାଜନଗର,୨ା୧(ଭାସ୍କର ରାଉତରାୟ): ରାଜନଗର ଜେଏମ୍‌ଏଫ୍‌ସି କୋର୍ଟ ମଧ୍ୟରେ ପଶି କେହି ନ ଥିବାର ସୁଯୋଗ ନେଇ ସୁଇପର କିଛି ରେକର୍ଡ ପୋଡ଼ି ଦେଇଥିବା ନେଇ ରାଜନଗର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଜେଏମ୍‌ଏଫସି କୋର୍ଟର ୱାଚମ୍ୟାନ ବିଜୟ ମଳିକଙ୍କ ଅଭିଯୋଗ ଓ ପୋଲିସର ସୂଚନା ମୁତାବକ କୋର୍ଟର ପେସକାର ଦୁର୍ଯୋଧନ ନାୟକଙ୍କ ସହ ସୁଇପର ରାଜଗଡ଼ ଗଁାର ମିହିର ଦାସଙ୍କ ସହିତ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ସମୟରେ ସେ ଉପସ୍ଥିତ ଥିଲେ।

ରବିବାର କୋର୍ଟ କାମରେ ପେସକାର ଓ ୱାଚମ୍ୟାନ ପଟ୍ଟାମୁଣ୍ଡାଇ ଯାଇଥିଲେ। ପଟ୍ଟାମୁଣ୍ଡାଇରୁ ଫେରି ରାଜନଗର ଜେଏମ୍‌ଏଫ୍‌ସି କୋର୍ଟର କବାଟ ସନ୍ଧିରୁ ଧୂଆଁ ବାହାରୁଥିବା ଦେଖିଥିଲେ। କବାଟ ଖୋଲି ଭିତରକୁ ଯିବା ବେଳକୁ କିଛି ରେକର୍ଡ ପତ୍ର ଏଣ୍ଟ୍ରାନ୍ସ ମଝିରେ ଜଳୁଥିବା ଦେଖିଥିଲେ। ସେମାନେ କବାଟ ଖୋଲିବା କ୍ଷଣି ମିହିର ଦୌଡି ପଳାଇଥିଲା। ଏ ନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା।

ସୋମବାର କେନ୍ଦ୍ରାପଡ଼ା ଜିଲା ଜଜ୍‌, ପୋସକୋ କୋର୍ଟର ନ୍ୟାୟାଧିଶ, ପଟ୍ଟାମୁଣ୍ଡାଇ ଜେଏମ୍‌ଏଫ୍‌ସିର ବିଚାରପତି ଓ ରାଜନଗର ଜେଏମ୍‌ଏଫ୍‌ସିର ବିଚାରପତି ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରି ପଚରାଉଚରା କରୁଛି। ଏ ନେଇ ଥାନାରେ ଦଫା ୪୫୭, ୩୮୦, ୫୦୬, ୨୯୪ ଆଇପିସି, ପିଡିପିପି ଆକ୍ଟରେ ନଂ. ୧/୨୪ରେ ମାମଲା ରୁଜୁ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri