ଜଳିଗଲା କାର୍‌, ୪ ଗୁରୁତର

ପୁରୀ ଅଫିସ,୪ା୩: ପରିବାର ସହ ଜଗନ୍ନାଥ ଦର୍ଶନ ପାଇଁ ଯିବା ବେଳେ ବାଟରେ ଘଟିଛି ଅଘଟଣ। ଏକ କାର୍‌ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇଯିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଶନିବାର ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ଘଟିଛି। ତେବେ ବର୍ତ୍ତମାନ ସୁଦ୍ଧା ଗୁରୁତରମାନଙ୍କ ପରିଚୟ ମିଳିପାରିନାହିଁ। କାର୍‌ରେ ବାପା, ମା’ଙ୍କ ସହ ଛୋଟ ପିଲା ଥିଲେ। ଡ୍ରାଇଭର ବି ଗୁରୁତର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି

AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍‌ ଭାବରେ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri