Posted inଜାତୀୟ

ଫାଟିଲା ବାଦଲ: ଅନେକ ଲୋକଙ୍କ ମୃତ୍ୟୁ ଆଶଙ୍କା

ଶ୍ରୀନଗର,୧୪।୮: ଜମ୍ମୁର କିସ୍ତୱାରର ଚାଶୋଟି ଅଞ୍ଚଳରେ ବାଦଲ ଫାଟିବାର ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରବଳ କ୍ଷତି ହେବାର ସମ୍ଭାବନା ରହିଛି। ଉଦ୍ଧାର ଦଳ ଘଟଣାସ୍ଥଳକୁ ଯାଇଛନ୍ତି। ଏହି ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି। ବାଦଲ ଫାଟିବା ପରେ ଅଞ୍ଚଳ ଜଳମଗ୍ନ ହୋଇଯାଇଛି।

ଏ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ କହିଛନ୍ତି, ଜମ୍ମୁ-କାଶ୍ମୀରର ବିରୋଧୀ ଦଳ ନେତା ଏବଂ ସ୍ଥାନୀୟ ବିଧାୟକ ସୁନୀଲ କୁମାର ଶର୍ମାଙ୍କଠାରୁ ବାଦଲ ଫାଟିବାର ବାର୍ତ୍ତା ପାଇବା ପରେ ସେ କିସ୍ତୱାର ଡେପୁଟି କମିଶନର ପଙ୍କଜ କୁମାର ଶର୍ମାଙ୍କ ସହ କଥା ହୋଇଥିଲେ।

ସେ କହିଛନ୍ତି, ଚାଶୋଟି ଅଞ୍ଚଳରେ ପ୍ରବଳ ବାଦଲ ଫାଟିବା ଯୋଗୁ ବହୁତ ଜୀବନହାନି ହୋଇପାରେ। ପ୍ରଶାସନ ତୁରନ୍ତ କାର୍ଯ୍ୟରେ ଲାଗିପଡ଼ିଛି ଏବଂ ଉଦ୍ଧାର ଦଳ ଘଟଣାସ୍ଥଳକୁ ଯାଇଛି। କ୍ଷତିର ଆକଳନ କରାଯାଉଛି ଏବଂ ଆବଶ୍ୟକ ଉଦ୍ଧାର ଏବଂ ଚିକିତ୍ସା ପରିଚାଳନା ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୬ଟା ରାଜ୍ୟରେ ନିର୍ବାଚନ, ପଶ୍ଚିମବଙ୍ଗ ପରେ ନୂଆ ଗେମ୍‌ ଖେଳିବ ଭାଜପା!

ନୂଆଦିଲ୍ଲୀ,୬।୫: ସାମ୍ପ୍ରତିକ ସମୟରେ, ଭାରତୀୟ ରାଜନୀତିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ବିଶେଷକରି, ଭାରତୀୟ ଜନତା ପାର୍ଟି ପୂର୍ୱ ଭାରତରେ ନିଜର ପାଦ ମଜବୁତ କରିବା ପାଇଁ…

ଧରପଗଡ଼ ଜୋରଦାର୍‌: ସଟ୍ଟା କାରବାର, କିଙ୍ଗ୍‌ପିନ୍‌ ସମେତ ୪ ଗିରଫ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍‌ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍‌ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା…

ମମତାଙ୍କ ପରାଜୟ ନୁହେଁ ଶୁଭେନ୍ଦୁଙ୍କ ବିଜୟ ଖୁସିରେ ଗଦ୍‌ଗଦ୍‌ ବାଂଲାଦେଶ, ଖେଳିଲା ନୂଆ ଚାଲ୍‌!

କୋଲକାତା,୬।୫: ବାଂଲାଦେଶର BNP ଦଳର ନେତା ଏବଂ ସୂଚନା ସଚିବ ଅଜିଜୁଲ ବାରୀ ହେଲାଲ ବଙ୍ଗଳାର ନିର୍ୱାଚନ ଫଳାଫଳରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି,…

କୁମ୍ଭୀର ପେଟରେ ନିଖୋଜ ବ୍ୟବସାୟୀ! ପୁରା ଘଟଣା ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ପ୍ରାୟ ପ୍ରତିଦିନ ସାରା ବିଶ୍ୱରେ ଏପରି ଘଟଣା ରିପୋର୍ଟ ହୁଏ, ଯାହା ମେରୁଦଣ୍ଡକୁ ଥରହର କରିଦିଏ। ଦକ୍ଷିଣ ଆଫ୍ରିକାରୁ ଏକ ସାମ୍ପ୍ରତିକ ଘଟଣା ଲୋକଙ୍କୁ ସ୍ତବ୍ଧ କରିଦେଇଛି।…

ବଙ୍ଗଳା ନିର୍ବାଚନର ସବୁଠାରୁ ଭାଗ୍ୟବାନ ପ୍ରାର୍ଥୀ: SIRରେ କଟିଯାଇଥିଲା ନାଁ, ଏବେ ହେଲେ ବିଧାୟକ

କୋଲକାତା,୬।୫: ଚଳିତ ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନେକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ, ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ମମତା…

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

ଡବଲ ଚାଲ୍‌ ଚଲାଇଲେ ବିଜୟ, ସରକାର ଗଠନ କରିବା ପାଇଁ ଟିଭିକେର ଦୁଇ ହାତରେ ଲଡ଼ୁ, ପରଦା ପଛରେ ଘଟୁଛି…

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଚାଲିଛି। ହେଲେ ବିଧାନସଭା ଫଳାଫଳ ତାମିଲନାଡୁରେ ସରକାର ଗଠନ ପ୍ରକ୍ରିୟାକୁ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri