Posted inଜାତୀୟ

ନଦୀକୁ ଖସିଲା ଯାତ୍ରୀବାହୀ ବସ୍‌,୧୩ ମୃତ

ଭୋପାଲ,୧୮।୭: ମଧ୍ୟପ୍ରଦେଶର ଧାର ଜିଲାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ସୋମବାର ନର୍ମଦା ନଦୀକୁ ଖସି ପଡ଼ିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣଙ୍କୁ ପାଣିରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୋଲିସ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ସୂଚନାନୁସାରେ, ବସ୍‌ଟି ଇନ୍ଦୋରରୁ ପୁଣେ ଯାଉଥିଲା। ମଧ୍ୟପ୍ରଦେଶର ଧାର ଜିଲାର ଖାଲଘାଟ ଅଞ୍ଚଳରେ ଥିବା ବ୍ରିଜ୍‌ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ନଦୀକୁ ଖସି ପଡ଼ିଥିଲା। ଫଳରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ବସ୍‌ରେ ପ୍ରାୟ ୫୦ରୁ ୬୦ ଜଣ ଯାତ୍ରୀ ଥିଲେ ବୋଲି କୁହାଯାଛଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମିନିଟରେ ୨୪୩ ସଂକ୍ରମିତ

ନୂଆଦିଲ୍ଲୀ, ୨୬।୪: ଭାରତରେ କରୋନା ସଙ୍କଟ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। କିଛିଦିନ ହେଲା ଦୈନିକ ସଂକ୍ରମଣ ୩ ଲକ୍ଷ ଉପରେ ରହିଥିବାବେଳେ...

କପ୍ପାନଙ୍କୁ ଭେଟିବା ଲାଗି ଓକିଲଙ୍କୁ ଅନୁମତି

ନୂଆଦିଲ୍ଲୀ, ୨୧।୧୧: ୟୁଏପିଏ ଆଇନ ବଳରେ ଗିରଫ ହୋଇ ଉତ୍ତରପ୍ରଦେଶର ଏକ ଜେଲରେ ଥିବା କେରଳ ଖବରଦାତା ସିଦ୍ଦିକ୍‌ କପ୍ପାନଙ୍କୁ ଭେଟିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର...

ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛି ଚାଇନା

ମୁମ୍ବାଇ/ନୂଆଦିଲ୍ଲୀ,୨୬।୧୧(ପି.ଟି.): ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରକାରୀ ଓ ପରିଚାଳକମାନଙ୍କୁ ଦଣ୍ଡ ଦେବା ଲାଗି ଭାରତ ଉଦ୍ୟମ ଜାରି ରଖିଥିଲେ ହେଁ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ...

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ...

ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ଅନ୍ତିମ ସଂସ୍କାର ପାଇଁ ବୃଦ୍ଧାଙ୍କ ମୃତଦେହକୁ କାନ୍ଧରେ ବୋହିଲେ ବୋହୂ ଓ ଝିଅ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ବାରାଣାସୀ,୧୯।୯: ଜଣେ ୭୫ ବର୍ଷ ବୟସ୍କା ବୃଦ୍ଧାଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାରରେ ପରିବାରର ବୋହୂ ଓ ଝିଅ ମାନେ ମିଳିମିଶି ମୃତଦେହକୁ କାନ୍ଧରେ ଶ୍ମଶାନକୁ...

ହୋଟେଲ କ୍ରିଷ୍ଣାରେ ଅଗ୍ନିକାଣ୍ଡ: ୨ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ,୧୫ ।୮: ରାଜଧାନୀ ଦିଲ୍ଲୀର ଦ୍ୱାରକା ସେକ୍ଟର ୮ରେ ଥିବା ହୋଟେଲ କ୍ରିଷ୍ଣାରେ ରବିବାର ସକାଳେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଆଖପାଖରେ ଥିବା ଲୋକେ...

Advertisement
Archives

Model This Week