ପୁରୀରୁ ଆସୁଥିବା ବସ୍‌ ଓଲଟିଲା

ପୁରୀ ଅଫିସ,୧୧ା୭: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍‌ଟି ଭାରସାମ୍ୟ ହରାଇଥିଲା। ଏହି ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସାତଶଙ୍ଖ ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?