ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଉକ୍ତ ବସ୍‌ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ ବସ୍‌ ବାଙ୍କୀରୁ ଭୁବନେଶ୍ୱର ଆସୁଥିବା ବେଳେ ରାସ୍ତା କଡ଼କୁ ଖସିପଡ଼ିଥିଲା। ଏଥିରେ ୨୦ରୁ ଅଧିକ ଯାତ୍ରୀ ଥିଲେ। ସ୍ଥାନୀୟ ଲୋକେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ମେଡିକାଲ ପଠାଇଛନ୍ତି। ୫ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ,୨୪ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ ଧର୍ମେନ୍ଦ୍ର…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri