ବସ୍‌ ଓଲଟି ୩୦ରୁ ଊର୍ଦ୍ଧ୍ୱ ଆହତ: ୨ ଗୁରୁତର

ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ବସ୍‌ରେ ଥିବା ପ୍ରାୟ ୪୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୩୦ରୁୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଏଥିରେ ୨ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଇଞ୍ଜେକ୍ସନ ନ ଥିବାରୁ ତୀବ୍ର ଅସନ୍ତୋଷ ଦେଖାଯାଇଥିବା ବେଳେ ଜଣେ ଡାକ୍ତର ଥିବାରୁ ଆହାତଙ୍କୁ ଚିକିତ୍ସାରେ ସମାସ୍ୟା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତ ଗିରଫ: ଟଙ୍କା, ଗାଡ଼ି ଜବତ

ରଣପୁର, ୧୫।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଗତ ୧୨ ତାରିଖରେ ଘଟିଥିବା ଲୁଟ୍‌ ଘଟଣାରେ ପୋଲିସ ସୋମବାର ୩ ଲୁଟେରାଙ୍କୁ ଗିରଫ କରିଛି।...

ଆଜି ପାଣିକୋଇଲି ଟୋଲ୍‌ପ୍ଲାଜା ସ୍ଥାନାନ୍ତର

ଯାଜପୁର ଅଫିସ, ୯ା୧୧: ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନଏଚ୍‌ଏଆଇ) ଅଧୀନରେ ଥିବା ଯାଜପୁର ଜିଲା ପାଣିକୋଇଲି ଟୋଲ୍‌ ପ୍ଲାଜା ଦୀର୍ଘ ୬ ବର୍ଷର...

ସବୁ ପିଲାଙ୍କୁ ୫୦%-୫୦% ଆଧାରରେ ମାର୍କ ଦେଉ ସିବିଏସ୍‌ଇ

ଭୁବନେଶ୍ୱର, ୧।୯(ବ୍ୟୁରୋ): ଦଶମ ଟର୍ମ-୧ ଓ ଟର୍ମ ୨ର ମୂଲ୍ୟାୟନ ୫୦:୫୦ ପ୍ରତିଶତ ଆଧାରରେ କରିବା ପାଇଁ ଦିଲ୍ଲୀ ହାଇକୋର୍ଟ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ...

ସମସ୍ତ ଦୋଷୀ ଫାଶୀଖୁଣ୍ଟରେ ଝୁଲିଲା ପରେ ହିଁ ଶାନ୍ତି ପାଇବ ପୀଡ଼ିତାଙ୍କ ଆତ୍ମା: ବିଜୁ ଛାତ୍ର ଜନତା ଦଳ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଓ ହତ୍ୟାକାଣ୍ଡ ମାମଲାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏହି କ୍ରମରେ କଳାହାଣ୍ଡି ଜିଲା ବିଜୁ ଛାତ୍ରଜନତା ଦଳ ତରଫରୁ...

ଦିଲ୍ଲୀରୁ ଓଡ଼ିଶାକୁ ରିଲିଫ ଟ୍ରକ୍‌ ପଠାଇଲା ଭାଜପା

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶବ୍ୟାପୀ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ସୋମବାର ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ...

ଓସିଏସ୍‌ ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌)-୨୦୨୦ ପରୀକ୍ଷାରୁ ବଞ୍ଚତ୍ତ ଆଶାୟୀଙ୍କ ପାଇଁ ଖୁସି ଖବର। ସେମାନଙ୍କୁ ପରୀକ୍ଷା ଦେବାଲାଗି ଆଉଏକ ସୁଯୋଗ ଦେବାକୁ ରାଜ୍ୟ...

ଚୋରାବାଲି କାରବାର ଉପରେ ଲାଗିଲା ରୋକ୍‌: ନିଷିଦ୍ଧାଞ୍ଚଳ ଘୋଷଣା , ଖୋଳାଗଲା ଟ୍ରେଞ୍ଜ

ଚମ୍ପୁଆ, ୧୨ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରାଜସ୍ବ ବିଭାଗ ଅଧୀନରେ ରହିଥିବା ଚୋରା ବାଲିଉତ୍ସଗୁଡିକରୁ ନିୟମିତ ଚୋରା ବାଲିଚାଲାଣ ହେଉଥିବା ଜଣାପଡିବା ପରେ ରାଜସ୍ବ ବିଭାଗ ପକ୍ଷରୁ...

ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ...

Advertisement
Archives

Model This Week