ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର

ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍‌ଏଚ୍‌ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ଥିବା ଅନ୍ୟ ୬ ଯାତ୍ରୀ ଗୁରୁତର ହୋଇଛନ୍ତି। ବସ୍‌ଟି ଲାଠିକଟାରୁ ରାଉରକେଲା ଆସୁଥିଲା। ସମସ୍ତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରଘୁନାଥପାଲି ପୋଲିସ ଦୁର୍ଘଟଣାଗ୍ରସ୍ତ ବସ୍‌ଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।
ସୂଚନାନୁଯାୟୀ, ଆଜି ସକାଳେ ଘରୋଇ ମିନି ବସ୍‌ (ମା ତାରିଣୀ) ୧୫ଜଣ ଯାତ୍ରୀଙ୍କୁ ନେଇ ଲାଠିକଟାରୁ ରାଉରକେଲା ଆସୁଥିଲା। ଅଧ ଘଣ୍ଟା ପରେ ଅର୍ଥାତ ୮ଟାରେ ବାଲୁଘାଟ ଏନ୍‌ଏଚ୍‌ ଡାକବଙ୍ଗଳା ସମ୍ମୁଖରେ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ରାସ୍ତାରେ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ବସ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଓ ଆହତ ଯାତ୍ରୀଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri