ବସ୍‌ ପଛରେ ପିଟିହେଲା ବସ୍‌: ୨୦ ଆହତ

ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍‌ ପଛରେ ଆଉ ଏକ ବସ୍‌ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍‌ ଫେଲ୍‌ ହେବାରୁ ବସ୍‌ଟି ଆଉ ଏକ ବସ୍‌ ପଛରେ ପିଟି ହୋଇଯାଇଥିଲା।

ରବିବାର ବିଳମ୍ବିତ ରାତିରେ ପୁରୀରୁ ମାଲକାନଗିରି ଯାଉଥିବା ଜଗନ୍ନାଥ ନାମକ ବସ୍‌ଟି ରାମଗଡ ବୁଲାଣିଆ ଘାଟିରେ ଏକ ବାଇକ୍‌କୁ ଧକ୍କା ଦେଇଥିଲା। ପରେ ବସ୍‌ଟି ରାସ୍ତାକଡ଼କୁ ଖସି ଯାଇଥିଲା। ବସ୍‌ରେ ଥିବା ଯାତ୍ରୀମାନେ ଅନ୍ୟ ବସ୍‌ ମାଧ୍ୟମରେ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇଥିଲେ। ଏହି ସମୟରେ ମହାକାଳ ନାମକ ବସ୍‌ଟି ଭୁବନେଶ୍ୱରରୁ ଯାତ୍ରୀମାନଙ୍କୁ ନେଇ ମାଲିକାନଗିରି ଅଭିମୁଖେ ଆସୁଥିଲା।

ରାମଗଡ଼ ଘାଟିରେ ବସ୍‌ଟି ପ୍ରଥମେ ରାସ୍ତାକଡ଼କୁ ଖସିଯାଇଥିବା ଜଗନ୍ନାଥ ବସ୍‌କୁ ଧକ୍କା ଦେଇଥିଲା। ପରେ ଏକ ପିକ୍‌ଅପ୍‌ ଭ୍ୟାନକୁ ଧକ୍କା ଦେଇ ରାମଗଡ଼ ଘାଟିର ୧୫ ଫୁଟ୍‌ ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri