ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ

ଆରଡି,୯।୮( ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ କୁଳେଇପଦା ନିକଟ ଭଦ୍ରକ – ଆରଡି ରାଜ୍ୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଧୂଷୁରୀ ଥାନା କାସିମପୁର ଗ୍ରାମର ଅଂଶୁପା ନାୟକ(୧୯) ମୃତ୍ୟୁ ଘଟିଥିବା ବେଳେ ଏମ.ସାଇ. ଦତ୍ତ( ୨୪) ଗୁରୁତର ଆହତ ହୋଇଛନ୍ତି । ସେ ଯାଜପୁର ଜିଲା ମଙ୍ଗଳପୁର ଥାନା ମୁରାରୀପୁର ଗ୍ରାମର ହୋଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଦୁହେଁ ଏକ ବାଇକରେ ଆରଡିରୁ ଭଦ୍ରକ ଅଭିମୁଖେ ଯାଉଥିବାବେଳେ ଭଦ୍ରକ ଆଡୁ ଆସୁଥିବା ଏକ ଘରୋଇ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ଯୁବତୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତେବେ ଆହତ ଯୁବକ ଜଣଙ୍କ ଏବେ ଚିକିତ୍ସାଧିନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?