ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ରବିବାର ପୂର୍ବାହ୍ନରେ ଏକ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ହେବା ଫଳରେ ବାଇକ୍‌ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି l ମୃତ ଯୁବକଙ୍କ ନାଁ ପ୍ରଭାତ ବୈଦ୍ୟ (୪୨) ଏବଂ ତାଙ୍କ ଘର ଚାନ୍ଦବାଲି ଥାନା ଅଧୀନ ଚଡ଼ଦିଆ ଗ୍ରାମରେ ବୋଲି ଜଣାଯାଇଛି l ତେବେ ଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ରାସ୍ତା ଅବରୋଧ କରିଥିଲେ l ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ଓ ତିହିଡ଼ି ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଅବରୋଧ ହଟି ନ ଥିବା ଜଣାଯାଇଛି। ବାଇକ୍‌ ଚାଳକ ପ୍ରଭାତ ଭଦ୍ରକରୁ ଘରକୁ ଫେରୁଥିବାବେଳେ ଚାନ୍ଦବାଲିରୁ ଭଦ୍ରକ ଅଭିମୁଖେ ଯାଉଥିବା ଖୁସି ନାମକ ଏକ ବସ୍‌ ନଂ ଓଡ଼ି ୩୪ଡ଼ି ୬୩୭୭ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ପ୍ରଭାତଙ୍କର ମୃତ୍ୟୁ ଘଟିଥିଲା। ତେବେ ଲୋକେ ଉତ୍ତ୍ୟକ୍ତ ହୋଇ ବସ୍‌ ଚାଳକଙ୍କୁ ଆକ୍ରମଣ କରିଥିବା ଜଣାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri