ବସ୍‌-ବାଇକ୍‌ ଧକ୍କା, ଚାଲିଗଲା ଚାଳକଙ୍କ ଜୀବନ, ରାସ୍ତା ଉପରେ ମୃତଦେହ ରଖି…

ଗୁଣୁପୁର,୧୨ା୧(ସଙ୍କେତ ପାତ୍ର): ଗୁଣୁପୁର ବଂଶଧାରା ବ୍ରିଜ ନିକଟ ମୁଖ୍ୟ ରାସ୍ତା ଉପରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଗୁଣୁପୁର ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।

ସୂଚନା ଥାଉକି, ରବିବାର ଏକ ଘରୋଇ ବସ୍‌ ସହ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ବାଇକ ଆରୋହୀ ଗୁରୁତର ଅବସ୍ଥାରେ ଗୁଣୁପୁର ମେଡିକାଲ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଆଜି ମୃତଦେହକୁ ଦୁର୍ଘଟଣା ଘଟିଥିବା ସ୍ଥାନରେ ରଖି ରାସ୍ତା ଅବରୋଧ କରିଛନ୍ତି। ମୃତ ଯୁବକ ହେଲେ ପୁଟାସିଂ ଥାନା ଅନ୍ତର୍ଗତ ମାନେଙ୍ଗୁଲ ଗ୍ରାମର ଅନିଲ ଶବର(୩୫)। ରାସ୍ତାର ଉଭୟ ପଟେ ଗାଡ଼ିଗୁଡିକ ଛିଡ଼ା ହୋଇ ରହିଥିବାବେଳେ ଯାତାୟାତ ବନ୍ଦ ହୋଇଯାଇଛି।

ବର୍ତ୍ତମାନ ପୁଟାସିଂ ପଞ୍ଚାୟତ ସରପଞ୍ଚଙ୍କ ଉପସ୍ଥିତିରେ ଗୁଣପୁର ଥାନା ଆଇଆଇସି  କମଳ କହଁର ଓ ମୃତକଙ୍କ ପରିବାର ମଧ୍ୟରେ ବୁଝାମଣା ହୋଇ ରାସ୍ତା ଛାଡିଛନ୍ତି। ଦୁର୍ଘଟଣା ଘଟଇଥିବା ବସକୁ ଜବତ କରାଯିବ କହିଛନ୍ତି ଆଇଆଇସି ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri