ବସ୍‌-ବାଇକ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ପାଟଣା,୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା  ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥ ବାଇପାସ ବାଙ୍କ ନିକଟରେ ରବିବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ଘରୋଇ  ବସ୍‌ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ  ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ  ଜଣକ  ଘଟଗାଁ ବ୍ଲକ ବାରାଟିପୁରା ଗ୍ରାମର ରାଜା  ଓ ଗୁରୁତରଜଣକ ହେଉଛନ୍ତି ଉକ୍ତ ବ୍ଲକ ତରା  ଗ୍ରାମର କହ୍ନା ମହାରଣା।
  ସୂଚନା ଅନୁଯାୟୀ, ସଂଗ୍ରାମ ନାମକ ଏକ ଘରୋଇ ବସ୍‌ ସାହାରପଡା ବ୍ଲକ ତାଳ ପଦା ଗାଁକୁ ସଦ ଖିଆରେ ଯୋଗ ଦେବାପାଇଁ ଯାଉଥିବା ବେଳେ ରାଜା ଓ କାହ୍ନା ଦୁହେଁ କାହ୍ନାର ଟଭାସରୁଆ ମାମୁଘରୁ ଫେରୁଥିଲେ। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି କହ୍ନାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri