Advertisement

ବସ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ଭବାନୀପାଟଣା,୩।୧(ସ୍ବ.ପ୍ର): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍‌-କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ବସିଥିବା ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଭବାନୀପାଟଣା ଇରିଗେଶନ କଲୋନୀର ଦିନେଶ କୁମାର ନାୟକ ଏବଂ ଦିଲୀପ କୁମାର ଗୋଚ୍ଛାୟତ ବୋଲି ଜଣାପଡିଛି। କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଦିନେଶ ଓ ଦିଲୀପ କାରରେ ନୃସିଂହନାଥରୁ ଫେରୁଥିବା ବେଳେ ଚାଞ୍ଚେର ନିକଟରେ
ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍‌ ଦିଲଖୁସ ସହିତ ଧକ୍କା ହୋଇଥିଲା। ଅନ୍ୟପକ୍ଷେ ଦୁର୍ଘଟଣାରେ ୨ଜଣ ମହିଳା ଆହତ ହୋଇ ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ଜଳିଗଲା କାର୍‌

ବାଉଁଶୁଣୀ,୨।୪(ଡି.ଏନ୍‌.ଏ.): ଶୁକ୍ରବାର ସକାଳେ ବୌଦ୍ଧ ଜିଲା ମନମୁଣ୍ଡା କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ କାର୍‌ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା।ଲୋକେ...

ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ...

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି...

ସାହେବ କେନାଲ ଅବରୋଧ, ଚିନ୍ତାରେ ମତ୍ସ୍ୟଜୀବୀ

ଗଞ୍ଜାମ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ନିକଟରୁ ଚିଲିକାକୁ ସଂଯୋଗ କରୁଥିବା ପାଲୁରୁ ସାହେବ କେନାଲ ପ୍ରାୟ ୧୨ କିଲୋମିଟର ଲମ୍ବିଛି। ଏହି କେନାଲକୁ ବେଆଇନ...

ବଡ଼ଭାଇଙ୍କ ଠେଙ୍ଗା ମାଡ଼ରେ ସାନଭାଇ ମୃତ

ବଡ଼ସାହି,୨୫।୩(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଦେଉଳିଆ ମଜୁରାସାହିରେ ବଡ଼ଭାଇଙ୍କ ଠେଙ୍ଗା ମାଡ଼ରେ ମଙ୍ଗଳବାର ରାତିରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତ ସାନଭାଇ ହେଲେ...

ହୋଟେଲ ଛାତରୁ ଖସି ପଡି ଚାଲିଗଲା ଜୀବନ

ପୁରୀ ଅଫିସ,୨୬।୮: ପୁରୀ ବଳିଆପଣ୍ଡାସ୍ଥିତ କ୍ରିଷ୍ଣା ସି ସାଇଟ ହୋଟେଲରେ ଅଘଟଣ ଘଟିଛି। ଗୁରୁବାର ରାତିରେ ହୋଟେଲର ଝରକା ଖୋଲିବାକୁ ଚେଷ୍ଟା କରି ଖସି ପଡି...

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା...

ସୋଲାର ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୨୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅନ୍ୟତମ ଐତିହାସିକ ପର୍ଯ୍ୟଟନସ୍ଥଳ ଜଉଗଡ଼ ଅବହେଳିତ ଅବସ୍ଥାରେ ପଡ଼ିଥିବା ହେତୁ ଏହାର ବିକାଶ ଲାଗି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ...

Advertisement
Archives

Model This Week