ଯାତ୍ରୀଙ୍କୁ ନେଇ ଯିବାବେଳେ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ୪ ଗୁରୁତର

ପାଟଣା,୨୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥର ଚେମେଣା ନର୍ସରି ଛକରେ ଏକ ଯାତ୍ରୀବାହୀ ବସ୍‌କୁ ରବିବାର ସକାଳୁ ପଛ ପଟରୁ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୪ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି।

ସୂଚନା ଯେ, କଲ୍ୟାଣୀ ନାମକ ଏକ ଯାତ୍ରୀବାହୀ ବସ୍‌ କେନ୍ଦୁଝରରୁ ଯାତ୍ରୀଙ୍କୁ ନେଇ କରଞ୍ଜିଆ ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ରାଜପଥରୁ ବିଲକୁ ବସ୍‌ଟି ପଶିଯାଇଛି। ସମସ୍ତ ଆହତଙ୍କୁ ଏନ୍‌ଏଚ୍‌ଆଇ ଆମ୍ବୁଲାନ୍ସ ସହାୟତାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଏକ ଆସନ୍ନ ବିପତ୍ତିରୁ ଅଳ୍ପକେ ବର୍ତିଯାଇଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଓ ଡ୍ରଇଭରକୁ ତୁରୁମୁଙ୍ଗା ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?