Posted inଜାତୀୟ

ବିଦ୍ୟୁତ୍‌ ତାର ଲାଗି ଜଳିଗଲା ବସ୍‌: ଚାଲିଗଲା ୫ ବରଯାତ୍ରୀଙ୍କ ଜୀବନ

ଗାଜିପୁର,୧୧।୩: ଉତ୍ତରପ୍ରଦେଶର ଗାଜିପୁର ଜିଲା ମର୍‌ଦହ ଥାନା ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ୩୮ ଜଣ ବରଯାତ୍ରୀଙ୍କୁ ଧରି ବସ୍‌ଟି ମହାହର୍‌ଧାମକୁ ଆସୁଥିବା ବେଳେ ବାଟରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଥିଲା। ନିଆଁରେ ପୋଡି ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଥିବା ସ୍ଥାନୀୟ ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଓ ଗୁରୁତର ଭାବେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫୦ ହଜାର ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri