ମରାମତି ବେଳେ ଗଲା ବସ୍‌ ଚାଳକଙ୍କ ଜୀବନ

ଭବାନୀପାଟଣା,୭।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଗୋବରା ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ବେଲୁନ ସଜାଡୁଥିବା ବେଳେ ଜେକ୍‌ରଡ ଖସିଯିବାରୁ ବସ୍‌ ତଳେ ଚାପିହୋଇ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ବସ୍‌ ଚାଳକ ହେଲେ କୋରାପୁଟ ଜିଲା ବୋରିଗୁମା ଥାନା ଅଞ୍ଚଳର ଦେବେନ୍ଦ୍ର ନାଥ ପଟ୍ଟନାୟକ। ପୋଲିସ ସୂଚନା ଅନୁଯାୟୀ, ସୋମବାର ରାତିରେ ଏକ ଘରୋଇ ବସ୍‌ (ନଂ. ସିଜି୨୭ଏମ୍‌-୩୧୪୮) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ନବରଙ୍ଗପୁର ଜିଲା ବୋରିଗୁମାକୁ ରିଜର୍ଭରେ ଯାଉଥିଲା। ଭବାନୀପାଟଣା ସଦର ଥାନା ଗୋବରା ନିକଟ ୨୬ ନଂ. ଜାତୀୟ ରାଜପଥ ଉପରେ ବସ୍‌ର ବେଲୁନ ହଠାତ୍‌ ଫାଟିଯାଇଥିଲା। ଏହା ସଜାଡି ପାଇଁ ବସ ଚାଳକ ଦେବେନ୍ଦ୍ର ଜେକ ସାହାଯ୍ୟରେ ବସ୍‌ ତଳେ ପଶିି କାମ କରୁଥିଲେ। ଏହି ସମୟରେ ହଠାତ୍‌ ଜେକ୍‌ରଡ୍‌ ଖସି ଯିବାରୁ ବସ ତଳକୁ ପଡି ଦେବେନ୍ଦ୍ରଙ୍କୁ ଚାପି ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଦେବେନ୍ଦ୍ରଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ସଦର ଥାନା ପୋଲିସ ପହଞ୍ଚତ୍ ସ୍ଥାନୀୟ ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଥିଲା। ଏ ନେଇ ସଦର ଥାନାରେ ଏକ ମାମଲା (ନଂ.୪୩୨/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣାସାଲୁ ଜଙ୍ଗଲରେ କମ୍ବିଂ ଅପରେଶନ ଜୋରଦାର: ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ

ଫୁଲବାଣୀ ଅଫିସ, ୧୬।୧୦: କନ୍ଧମାଳ ଓ କଳାହାଣ୍ଡି ଜିଲା ସୀମାନ୍ତ ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ କଣାସାଲୁ ଜଙ୍ଗଲରେ ଗତ ୯ ତାରିଖରୁ କମ୍ବିଂ ଅପରେଶନକୁ...

ଅସହାୟଙ୍କ ସାହା ଜଳଧର

ବନ୍ତ, ୨୨।୮ (ଡି.ଏନ.ଏ.)- ଅନେକ ଦୁଃଖ ଯନ୍ତ୍ରଣା ଅଙ୍ଗେ ନିଭାଇ ଥିବାରୁ ସେ ଅନ୍ୟର କଷ୍ଟ ସହି ପାରନ୍ତି ନାହିଁ । କେହି ରୋଗ ଯନ୍ତ୍ରଣାରେ...

ମତଦାନ କଲେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ

ପାଇକମାଳ, ୫।୧୧(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନିଜ...

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି...

ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ବୈଠକ

ଛତ୍ରପୁର,୨୬।୯(ଦିଲ୍ଲୀପ ସାମଲ) ଗଞ୍ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ...

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ...

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି...

ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ

ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର...

Advertisement
Archives

Model This Week