ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।

ବସ୍‌ଟି ରାଜବାରି ଜିଲାର ଦୌଲାଡିଆ ଟର୍ମିନାଲଠାରେ ନିୟନ୍ତ୍ରଣ ହରାଇ ପଦ୍ମା ନଦୀକୁ ଖସିପଡ଼ିଥିଲା। ଢାକା ଯାଉଥିବା ଉକ୍ତ ବସ୍‌ରେ କେତେଜଣ ପିଲାଙ୍କ ସମେତ ୪୦ ଯାତ୍ରୀ ଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଇଦ୍‌ ଛୁଟି କଟାଇ ରାଜଧାନୀ ଫେରୁଥିଲେ। ବସ୍‌ ମଧ୍ୟରୁ ୨୪ ମୃତଦେହ ମିଳିଛି। ସେମାନଙ୍କ ମଧ୍ୟରେ ୧୧ ମହିଳା, ୬ ପୁରୁଷ ଏବଂ ୫ ଜଣ ପିଲା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri