ନଦୀକୁ ଖସିଲା ବସ୍‌: ୧୪ ଜଣଙ୍କ ଜୀବନ ଗଲା, ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୨୩ା୮: ନେପାଳର ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଫଳରେ ବସ୍‌ରେ ୪୦ ଜଣ ଭାରତୀୟ ଥିଲେ। ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ନେପାଳ ପୋଲିସ କହିଛି, ବିମାନରେ ୪୦ ଜଣ ଲୋକ ଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ତାନାହୁନ ଜିଲାର ମାର୍ସାଙ୍ଗଗଡ଼ି
ନଦୀରେ ଖସିପଡ଼ିଛି।

Nepal Bus Accident occurred when Indian passenger bus with 40 people onboard has plunged into the Marsyangdi river in Tanahun district नेपाल में बड़ा सड़क हादसा, 40 लोगों को लेकर जा रही भारतीय यात्री बस नदी में गिरी, कई लोगों के मारे जाने की आशंका

ଜିଲା ପୋଲିସ କାର୍ଯ୍ୟାଳୟ, ତାନାହୁନ୍‌ର ଡିଏସ୍‌ପି ଦୀପକ କୁମାର ରାୟ କହିଛନ୍ତି, ୟପି ଏଫ୍‌ଟି ୭୬୨୩ ନମ୍ବର ବିଶିଷ୍ଟ ବସ୍‌ଟି ଖସି ନଦୀ କୂଳରେ ପଡ଼ିଛି। ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଉଦ୍ଧାର କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri