କମିଲା ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ତେଲ ଦର ହ୍ରାସ ପାଇବା ପରେ କମିଲା ବସ୍‌ ଭଡା। ସାଧାରଣ ବସ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୯ ପଇସା ହୋଇଛି। ଏକ୍ସପ୍ରେସ ବସ୍‌ ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୩ ପଇସାକୁ ଖସିଛି। ସେହିଭଳି ଡିଲକ୍ସ ବସ ଭଡ଼ା ମଧ୍ୟ କମିଛି। ପୂର୍ବରୁ ଡିଲକ୍ସ ବସ ଭଡ଼ା କିଲୋମିଟର ପ୍ରତି ୧ଟଙ୍କା ୩୫ ପଇସା ଥିବା ବେଳେ ଏବେ ଏହା ୧ ଟଙ୍କା ୨୯ ପଇସା ହୋଇଛି। ଏସି ଡିଲକ୍ସର ଭଡ଼ା କିମି ପିଛା ୧ଟଙ୍କା ୬୩ ପଇସାରୁ କମି ୧ ଟଙ୍କା ୫୭ ପଇସା ହୋଇଛି। ସୁପର ପ୍ରିମିୟମ ବସ୍‌ ଭଡା କିମି ପିଛା ୨ ଟଙ୍କା ୫୩ ପଇସା ଥିବା ବେଳେ ଏହା ୨ ଟଙ୍କା ୪୪ପଇସାକୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri