ରାଜ୍ୟରେ ବଢ଼ିପାରେ ବସ୍‌ ଭଡ଼ା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିବ। ତୈଳ ଦର ବୃଦ୍ଧି ପାଉଥିବା ବେଳେ ସରକାର ଖୁବଶୀଘ୍ର ବସ ଭଡା ବୃଦ୍ଧି କରିବା ଜରୁରୀ ବୋଲି ବୁଧବାର ରାଜଧାନୀ ବସ୍‌ ମାଲିକ ସଂଘ ସମ୍ପାଦକ କହିଛନ୍ତି । ଏସି ବସ୍‌ରେ କିଲୋମିଟର ପିଛା ୮ ପଇସା, ଏକ୍ସପ୍ରେସ ବସ୍‌ରେ କିଲୋମିଟର ପିଛା ୬ ପଇସା ଓ ସାଧାରଣ ବସ୍‌ରେ କିଲୋମିଟର ପିଛା ୩ ପଇସା ଲେଖାଏ ଭଡା ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଗତବର୍ଷ ନଭେମ୍ବର ମାସରେ ଟିକସ ଛାଡ଼ ପରେ ଉଭୟ ଡିଜେଲ ଓ ପେଟ୍ରୋଲ ଦର ହ୍ରାସ ପାଇବା ସହ ବସ ଭଡା କମିଥିଲା । କିନ୍ତୁ ବର୍ତ୍ତମାନ ନିୟମିତ ଭାବରେ ପେଟ୍ରୋଲ ଓ ଡିଜେଲ ଏକ ସପ୍ତାହ ମଧ୍ୟରେ ୭ ଟଙ୍କା ବୃଦ୍ଧି ପାଇଛି। ତେବେ ତୈଳ ଦର ୭ ଟଙ୍କା ବୃଦ୍ଧି ପାଇଥିଲେ ମଧ୍ୟ ଯାତ୍ରୀଭଡ଼ା ବୃଦ୍ଧି ପାଇନାହିଁ । ଯାହା ଅଟୋମେଟିକ ମେକାନିଜିମ ଅନୁସାରେ ପ୍ରତି ଦୁଇ ଟଙ୍କାରେ କିଲୋମିଟର ପିଛା ୧ ପଇସା ବସ ଭଡା ବୃଦ୍ଧି ପାଇବା କଥା । ତେବେ ବର୍ତ୍ତମାନ ସ୍ଥିତିକୁ ଦେଖି ଅନୁମାନ କରାଯାଉଛି ଯେ ପେଟ୍ରୋଲ ଓ ଡିଜେଲ ୧୨୦ ଟଙ୍କା ଛୁଇଁବ । ତେଣୁ ବସ୍‌ ଭଡ଼ା ବଢ଼ାଇବା ଜରୁରୀ ବୋଲି ବସ ମାଲିକ ସଂଘ ସମ୍ପାଦକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri