Posted inରାଜ୍ୟ

ବସ୍‌ ଭଡ଼ା ବଢ଼ିି ନ ଥିବା କହିଲା ଏସ୍‌ଟିଏ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ କେତେଗୁଡିଏ ବସ୍‌ ଅଧିକ ଭଡା ନେଉଥିଲେ। ଏନେଇ ବିଭିନ୍ନ ମହଲରୁ ଅଭିଯୋଗ ଆସିବାପରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଏହା ଉପରେ ସ୍ପଷ୍ଟୀକରଣ ରଖିଛି। ଏବେ ବସ୍‌ ଭଡା ବଢି ନ ଥିବା ଏବଂ ପୂର୍ବ ଆଦେଶ ଅପରିବର୍ତ୍ତିତ ଥିବା ଏସ୍‌ଟିଏ ପକ୍ଷରୁ କୁହାଯାଇଛି। କିଲୋମିଟର ପିଛା ଅଡିନାରୀ ବସ୍‌ ପାଇଁ ୭୨ ପଇସା, ଏକ୍ସପ୍ରେସ ୭୫ ପଇସା, ଡିଲକ୍ସ ୧.୦୫ ଏବଂ ଏସି ଡିଲକ୍ସ ୧.୨୭ ପଇସା ଭଡା ରହିଥିବା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନା ଯୋଗୁ ଦୀର୍ଘଦିନ ଧରି ବସ୍‌ ସେବା ବନ୍ଦ ରହିଥିଲା। ବସ୍‌ ମାଲିକ, ଡ୍ରାଇଭଲ, ହେଲପରଙ୍କୁ ରୋଜଗାର ହରାଇବା ପାଇଁ ପଡିଲା। ଶେଷରେ ସରକାରଙ୍କ ବହୁ ଯୁକ୍ତି, ମତାନ୍ତର ମଧ୍ୟରେ ବସ୍‌ ଚଳାଚଳ କିଛି ସପ୍ତାହ ହେବ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri