ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ୍‌ ଆଧାରରେ ବସ୍‌ ଭଡ଼ା ବଢିଛି। ତେବେ ବସ୍‌ ଭଡ଼ା ବୃଦ୍ଧି ନେଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ସୂଚନା ଦେଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡ଼ା ୨ ପଇସା ବୃଦ୍ଧି ପାଇଛି। ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡ଼ା ୪ ପଇସା ବଢିଥିବା ବେଳେ ସୁପର ପ୍ରମିୟମ ଭଡ଼ା କିମି ପିଛା ୬ ପଇସା ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri