ପୁଣି ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡା। ୨ରୁ ୪ ପଇସା ଭଡ଼ା ବୃଦ୍ଧି କରାଯାଇଛି। ସାଧାରଣ ଭଡ଼ା କିଲୋମିଟର ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ୍‌ ବସ୍‌ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ସେହିଭଳି ଡିଲକ୍ସ ୧ ଟଙ୍କା ୧ ପଇସାରୁ ୧ଟଙ୍କା ୫ ପଇସା, ଏସି ଡିଲକ୍ସ ୧ ଟଙ୍କା ୨୩ରୁ ୧ଟଙ୍କା ୨୭ ପଇସାକୁ ବୃଦ୍ଧି ପାଇଛି। ଏ ନେଇ ଘରୋଇ ବସ୍‌ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗୁଆ ପାଇଁ ହେବ ଆନ୍ଦୋଳନ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ଦିନେ ଭୁବନେଶ୍ୱର ଓ ଉପକଣ୍ଠ ଅଞ୍ଚଳବାସୀଙ୍କ ଜୀବନରେଖା ଥିବା ଐତିହ୍ୟ ନଦୀ ଗନ୍ଧବତୀ ଏବେ ଗଙ୍ଗୁଆ ନାଳରେ ପରିବର୍ତ୍ତନ ହୋଇଛି। ସହରର ଆବର୍ଜନା...

୧୫ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଉତ୍ସବ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ସମ୍ବର୍ଦ୍ଧନା ଉତ୍ସବ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବ। ୨୦୧୫ ଓ ୨୦୧୬ ମସିହା ପାଇଁ ଓଡ଼ିଆ...

ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍‌ଆର୍‌ସି

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା...

ରାଜ୍ୟକୁ ମିଳୁନି ଜିଏସ୍‌ଟି କ୍ଷତିପୂରଣ

ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବକେୟା। କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର...

ସମ୍ବର୍ଦ୍ଧନା ପରେ ସଙ୍ଗରୋଧ

କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର...

କୋଭିଡ୍‌-୧୯ କଟକଣା: ଉପନିର୍ବାଚନ ପାଇଁ ସଂଶୋଧିତ ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍‌-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍‌ରେ...

ଅବହେଳାରୁ ସଙ୍କଟରେ ବଜ୍ରକାପ୍ତା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ବନ ବିଭାଗ ବହୁ ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ତାହା ଫଳପ୍ରଦ ହୋଇପାରୁନାହିଁ। ରାଜ୍ୟରେ ବାଘ...

ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ...

Advertisement
Archives

Model This Week