Posted inଜାତୀୟ

ଖାଲକୁ ଖସିଲା ବସ୍‌: ୬ ମୃତ: ୨୭ ଆହତ

ଡେରାଡୁନ,୨୦।୮: ଉତ୍ତରଖଣ୍ଡରେ ଏକ ସଡ଼କ ଦୁର୍ଘଟଣା ହୋଇଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ ଗଙ୍ଗୋତ୍ରି ରାଜପଥରେ ଥିବା ଗଙ୍ଗନାନି ନିକଟରେ ଏକ ଘାଟରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ୨୭ ଜଣ ଆହତଙ୍କୁ ଉଦ୍ଧାର କରାଯାଇଛି। ଜଣେ ବ୍ୟକ୍ତି ନିଖୋଜ ଅଛନ୍ତି ଏବଂ ଜଣେ ବସ୍‌ରେ ଫସି ରହିଛନ୍ତି। ଏଥିସହିତ ଏପର୍ଯ୍ୟନ୍ତ ୬ ମୃତଦେହ ମିଳିଛି।
ସୂଚନାନୁସାରେ, ୩୩ ଜଣ ଯାତ୍ରୀଙ୍କୁ ନେଇ ଏକ ବସ୍‌ ଗଙ୍ଗୋତ୍ରିରୁ ଉତ୍ତରକାଶୀ ଅଭିମୁଖେ ଯାଉଥିଲା। ଏହି ସମୟରେ ବସଟି ଅନିୟନ୍ତ୍ରିତ ହୋଇ ଖାଲରେ ପଡ଼ିଯାଇଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଥିସହ ୬ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri