ଟ୍ରକ୍‌ ସହ ପିଟି ହେଲା ବସ୍‌: ଜଣେ ମୃତ, ୫ ଗୁରୁତର

ନବରଙ୍ଗପୁର,୧୫।୩(ବି.ପ୍ର.): ନବରଙ୍ଗପୁରଠାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ତ୍ରିପାଠୀ ବସ୍‌ ଆନ୍ଧ୍ରପ୍ରଦେଶ ବାରୁଆ ଥାନା ଅନ୍ତର୍ଗତ କୋରଲାମ ଭେସି ଛକ ନିକଟରେ ଦୁର୍ଘଟଣା ଘଟିଛି। ଏଥିରେ ବସ ହେଲ୍‌ପରର ମୃତ୍ୟୁ ହୋଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବାରୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଷ୍ଟାଫଙ୍କୁ ମିଶାଇ ପ୍ରାୟ ୩୫ ଜଣ ଥିବାର ସୂଚନା ମିଳିଛି। ବସ ଏକ ଟ୍ରକକୁ ଓଭର ଟେକ କରି ଆସୁଥିବାବେଳେ ଆଗକୁ ଏକ ଷଣ୍ଢ ପଶି ଆସିଥିଲା। ଫଳରେ ବସ୍‌ଟି ଶଣ୍ଢକୁ ପିଟିବା ପରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ପଛପଟୁ ଆସୁଥିବା ଅନ୍ୟ ଏକ ଟ୍ରକ ବସକୁ ପିଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳ ପ୍ରଦୂଷଣ ଘାତକ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍‌,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା...

ବଳାତ୍କାରଙ୍କୁ ୪ ବର୍ଷ ଜେଲ

ବ୍ରହ୍ମପୁର,୨୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ପ୍ରମାଣକୁ ଭିତ୍ତିି କରି...

ଯାତ୍ରାରେ ଯୋଗଦେଇ ପାରିବେନି ଜିଲା ବାହାର ଲୋକ

ବ୍ରହ୍ମପୁର ଅଫିସ୍‌,୨୧ା୩: ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାକୁ ନେଇ ନାନା ଦ୍ୱନ୍ଦ୍ୱ ଦେଖାଦେଇଥିବା ବେଳେ ରବିବାର ସ୍ଥାନୀୟ ଲୋକ ପ୍ରତିନିଧି, ପ୍ରଶାସନ ଓ...

ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଗଠନ ହେଲା ଟିମ୍‌

ଭୁବନେଶ୍ୱର,୮।୩(ବ୍ୟୁରୋ): ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ୯ ଜଣିଆ...

କରୋନା କଟକଣା ଯୋଗୁ ପାଟଣା ବ୍ଲକରେ ନିରାଡମ୍ବରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଶନିବାର ୭୪ତମ ସ୍ବାଧୀନତା ଦିବସ କରୋନା କଟକଣା ଯୋଗୁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ମୁଖ୍ୟାଳୟ ଷ୍ଟାଡିୟମ୍‌ଠାରେ...

CORONAVIRUS UPDATE: ୧୦ ହଜାର ଛୁଇଁଲା ରାଜ୍ୟରେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପୁଣି ୫୭୧ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଥିବା...

ପ୍ଲାଷ୍ଟିକ ମୁକ୍ତ ଅଭିଯାନ

ଭବାନୀପାଟଣା,୭।୮(ଡି.ଏନ.ଏ.): ଭବାନୀପାଟଣା ସହରସ୍ଥିତ ବ୍ରଜ ମୋହନ ଉଚ୍ଚବିଦ୍ୟାଳୟ ପରିସରରେ ଇକୋ କ୍ଲବ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ସାମୂହିକ ଚାରାରୋପଣ ଓ ସଚେତନ ସଭା ଅନୁଷ୍ଠିତ...

ଜିଲା କୋଷାଗାରକୁ ଯିବ ୫ କ୍ୱିଣ୍ଟାଲ ରୁପା

ପୁରୀ ଅଫିସ, ୪।୧୦: ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ମଙ୍ଗଳବାର ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲା କୋଷାଗାରକୁ ସ୍ଥାନାନ୍ତର...

Advertisement
Archives

Model This Week