ସ୍କୁଲ ଯାଉଥିବା ବେଳେ ଛାତ୍ରୀଛାତ୍ରଙ୍କୁ ଧକ୍କାଦେଲା ବସ୍‌

ବାସୁଦେବପୁର,୧୭ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା କଣ୍ଟିଆନାଳୀ ଘୋଷରାଠାରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ୨ ସ୍କୁଲ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବିଦେଇପୁର ଗ୍ରାମର ଶଙ୍କର୍ଷଣ କାଣ୍ଡିଙ୍କ ଝିଅ ରଶ୍ମିତା ଓ ସୁବାସ କାଣ୍ଡିଙ୍କ ପୁଅ ବାପୁନୁ କାଣ୍ଡି।

ଆହତ ଦୁହେଁ ସମ୍ପର୍କୀୟ ଭାଇ ଭଉଣୀ। ସେମାନେ ରାସ୍ତାରେ ଚାଳିକି ସ୍କୁଲ ଯାଉଥିବା ବେଳେ ଏକ ଯାତ୍ରୀବାହୀ ବସ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ରଶ୍ମିତା ଓ ବାପୁନୁ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକସତ୍ା ପରେ ଅଧିକ ଚିକିତ୍ସା ପାଇଁ ଭଦ୍ରକ ପଠାଯାଇଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବର ପାଇ କଷିଆ ସାମୁଦ୍ରିକ ଥାନା ଆଇଆଇସି ପ୍ରଦୀପ କୁମାର ମାଝୀ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri