ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ ଧକ୍କା ଦେଇଛି। ଏହି ଯାତ୍ରୀବାହି ବସ ଘଟଣା ସ୍ଥଳରେ ହେଲ୍ପରଙ୍କ ମୃତ୍ୟୁ ହୋଇଛି।

ସୂଚନା ମୁତାବକ ରାଜା ନାମକ ଏକ ଘରୋଇ ଯାତ୍ରୀବାହି ବସ କରଞ୍ଜିଆ ,ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ୩ଟା୧୦ ମିନିଟ ସମୟ ରେ ଜାରକା ଛକ ନିକଟରେ ଛିଡ଼ା ହୋଇ ଥିବା ଏକ ସାର ବୋଝେଇ ଟ୍ରକ ପଛ ପଟେ ଧକ୍କା ଦେଇ ଥିଲା। ଏବଂ ଘଟଣା ସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣା ପରେ ଧର୍ମଶାଳା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଅନ୍ୟ ୨୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ଧର୍ମଶାଳା ସାସ୍ଥ୍ୟ କେନ୍ଦ୍ର ପଠାଇଥିବାବେଳେ ଅତି ଗୁରୁତର ୩ଯାତ୍ରୀଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri