ବୁଲେଟ୍‌କୁ ଧକ୍କା ଦେଲା ବସ୍‌, ଚାଲିଗଲା ୨ ଜୀବନ

ବୌଦ୍ଧ,୮ା୮(ଅଜିତ କୁମାର ବାରିକ): ଗୁରୁବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଥାନା ଗଜରାଜପୁର ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ବସ୍‌ ସହ ବୁଲେଟ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନାନୁଯାୟୀ, ବାଉଁଶୁଣୀ ଥାନା ପିଙ୍ଗଳା ବେଡ଼ା ଗ୍ରାମର ଅମିତ ଝାଙ୍କର ଓ ଅନ୍ୟ ଜଣଙ୍କର ପରିଚୟ ମିଳିପାରିନାହିଁ। ନିଜ ବୁଲେଟ୍‌ ଓଡି ୨୭ ବି ୦୪୪୫ ଯୋଗେ ଘରକୁ ଫେରୁଥିବା ସମୟରେ ଭୁବନେଶ୍ବରରୁ ଉମରକୋଟ ଅଭିମୁଖେ ଯାଉଥିବା ଓଡି ୨୫ କ୍ୟୁ ୪୫୬୬ ନଂ ବିଶିଷ୍ଟ ରଘୁନାଥ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ସହ ଗଜରାଜପୁର ନିକଟରେ ଧକ୍କା ହୋଇଥିଲା। ଫଳରେ ଉଭୟ ବୁଲେଟ୍‌ ଆରୋହୀ ଗୁରୁତର ହୋଇଥିଲେ। ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଡାକ୍ତରଖାନା ଅଣାଯାଇଥିବାବେଳେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ବାଉଁଶୁଣୀ ପୋଲିସ ଉଭୟଙ୍କ ମୃତଦେହ ଜବତ କରି ବୌଦ୍ଧ ଡାକ୍ତରଖାନାରେ ରଖି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri