Posted inଫୁରସତ

କୁକୁର ପାଇଁ ଏମିତି ବସ ଲିଫ୍ଟ କରିଛନ୍ତି ମାଲିକ

ଆଜିକାଲି ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମଣିଷଙ୍କ ପାଇଁ ପ୍ରାୟ ସମସ୍ତ ସ୍ଥାନରେ ଲିଫ୍ଟର ବ୍ୟବସ୍ଥା କରାଯାଇଥାଏ। ମାତ୍ର କୁକୁର ପାଇଁ ଲିଫ୍ଟ ଶୁଣିବାକୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ । ଜଣେ ମାଲିକ ତାଙ୍କ ପୋଷା କୁକୁର ପାଇଁ ଏକ ବସ ଲିଫ୍ଟ କରିଛନ୍ତି। କୁକୁରଟି ବସ୍‌ ଲିଫ୍ଟରେ ବସି ତଳକୁ ଆସୁଥିବା ଦେଖିବାକୁ ମିଳିଛି। ଭିଡିଓଟି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହାକୁ ଅନେକ ୟୁଜର ଦେଖିଥିବା ବେଳେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି। କେହି କେହି ଭିଡିଓଟିକୁ ନିଜ ଆକାଉଣ୍ଟରେ ଶେୟାର ମଧ୍ୟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ...

ଯେଉଁ ଜୀବ ଶୁଅନ୍ତି ୨୪ ରୁ ୨୨ ଘଣ୍ଟା

ନିଦ ସମସ୍ତଙ୍କ ଲାଗି ନିହାତି ଆବଶ୍ୟକ। ବିନା ଖାଦ୍ୟରେ କେହି ଅଧିକ ସମୟ ବଞ୍ଚିପାରିବ, ମାତ୍ର ଶୋଇବା ବିନା ନୁହେଁ। ବିଜ୍ଞାନ ଅନୁଯାୟୀ ଜଣେ ମଣିଷ...

ବୁଲିଯାଆନ୍ତୁ.. ଧାର୍ମିକ ପର୍ଯ୍ୟଟନସ୍ଥଳୀ ଐହୋଲ

କର୍ନାଟକସ୍ଥିତ ଏକ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଐହୋଲର ବେଶ୍‌ ନାଁ ରହିଛି। ଏଠାରେ ବହୁ ପ୍ରାଚୀନ ଗୁମ୍ଫା, ମନ୍ଦିର ଓ ମଠ ଇତ୍ୟାଦି ଦେଖିବାକୁ ମିଳିଥାଏ।...

ବେଲୁନ୍‌ ପରି ଓଠ

ସୁନ୍ଦର ହେବା ପାଇଁ ସମସ୍ତେ ଚାହାନ୍ତି। ସେଥିପାଇଁ କିଏ ଘରୋଇ ଉପଚାରର ସାହାଯ୍ୟ ନିଅନ୍ତି ତ କିଏ ପାର୍ଲର ଯାଆନ୍ତି। ପୁଣି କିଏ ସର୍ଜରୀ କରାଇ...

ଏହି ସହରରେ ରହିଛି ହାର୍ଟ ଆକୃତିର ଟ୍ରାଫିକ୍‌ ସିଗ୍‌ନାଲ ଲାଇଟ୍‌, କାରଣ ଜାଣିଲେ…

ସମସ୍ତଙ୍କ ପାଇଁ ଟ୍ରାଫିକ୍‌ ନିୟମ ପାଳନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଟ୍ରାଫିକ୍‌ ସିଗ୍‌ନାଲରେ ଲାଲ୍‌ ଲାଇଟ୍‌ ଦେଖାଯିବା ମାତ୍ରେ ଯାନବାହନ ସବୁ ଅଟକ ଯାଏ। ପରେ...

୫୦୦ ଟନ୍‌ର ଲୁହା ପୋଲ ଚୋରି, ଅଫିସର ଭାବେ ପରିଚୟ ଦେଇଥିଲେ ଚୋର…

ରୋହତାସ, ୯।୪ : ବିହାରର ରୋହତାସ ଜିଲାରେ ଚୋରିର ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନକଲି ଅଫିସର ଭାବରେ ନିଜକୁ ପରିଚୟ ଦେଇ ଚୋରମାନେ...

ମାଛକୁ ବଞ୍ଚାଇବା ପାଇଁ ଘୁଷୁରି ଛୁଆ କରୁଛନ୍ତି ଏମିତି କାର୍ଯ୍ୟ: ଦେଖିଲେ ଲାଗିବ ଆଶ୍ଚର୍ଯ୍ୟ

ପ୍ରାୟତଃ ସମସ୍ତ ପଶୁଙ୍କଠାରେ ଦୟାଳୁ ମନୋବୃତ୍ତି ଦେଖାଯାଏ। ସୋସିଆଲ ମିଡିଆରେ ସେହିପରି ଅନେକ ଭିଡିଓ ନଜର ଆସିଥିବା ବେଳେ ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେଉଛି।...

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ...

Advertisement
Archives

Model This Week