ସାରା ରାଜ୍ୟରେ ଗଡ଼ିବ ବସ୍‌; ହେଲେ ୨୫ ଯାଏ ପୁରୀକୁ ମନା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ ପାଇଁ ନୂଆ କରୋନା ଗାଇଡଲାଇନ୍‌ ଘେଷଣା କରାଯାଇଛି। ଏଣିକି ସମଗ୍ର ରାଜ୍ୟରେ ବସ୍‌ ସେବା ଚାଲୁ କରାଯିବ। ବସ୍‌ରେ ଯେତିକି ସିଟ୍‌ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ବସ୍‌ ଚଳାଚଳ ନେଇ ସମୟ କଟକଣା କିଛି ରହିବ ନାହିଁ। କେବଳ ପୁରୀକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍‌ ଚଳାଚଳକୁ ବାରଣ କରାଯାଇଛି। ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ। ବଜାର ଯେତିକି ସମୟ ଖୋଲିବ ଟ୍ୟାକ୍ସିଂ, ଅଟୋ ସେତିକି ସମୟ ଚାଲିବ ବୋଲି ଖବରଦାତା ସମ୍ମିଳନୀରେ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri