ଓଲଟିଲା ବସ୍‌, ୩୫ ଯାତ୍ରୀ ଆହତ

ସମ୍ବଲପୁର,୯।୮(ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌। ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ମଙ୍ଗଳବାର ଏଭଳି ଏକ ଦୁର୍ଘଟଣା ଘଟିଛି। ଏଥିରେ ୩୫ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଅନୁଗୋଳ ଜିଲାର କିଶୋରନଗରରୁ ଯାତ୍ରୀଙ୍କୁ ନେଇ ବସ୍‌ଟି ସୁନ୍ଦରଗଡ ଅଭିମୁଖେ ଯାଉଥିଲା। ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିବା ସହ ଘଟଣାର ତଦନ୍ତ ଚଳାଇଛି। ବସ୍‌ରେ ୩୫ଜଣ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି।...

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି...

ବନ୍ଦେ ଉତ୍କଳ ଜନନୀ ଗାନ ବେଳେ ବିଭ୍ରାଟ ଘଟଣା: ଡିଆଇପିଆର୍‌ଓଙ୍କୁ ସ୍ପଷ୍ଟୀକରଣ ମାଗିଲେ ଜିଲାପାଳ

ଅନୁଗୋଳ ଅଫିସ, ୨।୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେ ୩୦ ଅପରାହ୍ନ ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ...

ଉପନିର୍ବାଚନ ପାଇଁ ରଣନୀତି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍‌ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ...

ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦...

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩...

ବଡ଼ବଡ଼ିଆଙ୍କୁ ଫସାଇବାକୁ ଓଡ଼ିଶା ଆସିଥିଲେ ପ୍ରୀତି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳାକାର୍‌ନାମାକୁ ନେଇ ଚାରିଆଡ଼େ ଏବେ ଚର୍ଚ୍ଚା ଲାଗିରହିଛି। ଏପରିସ୍ଥିତିରେ ଓଡ଼ିଶା ଆସି ମାୟାଜାଲରେ ଫସାଇ ସମ୍ପତ୍ତି ଲୁଟ୍‌ କରିବାକୁ...

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼...

Advertisement
Archives

Model This Week