ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌ ଓଭରଟେକ୍‌ କରିବାକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଛି। ଫଳରେ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଆହତଙ୍କୁ ବାଲୁଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବସ୍‌ଟି ଭୁବନେଶ୍ବରରୁ ବ୍ରହ୍ମପୁର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରମାଣୁ ଆଟାକ୍‌ କଲେ, ଓଡ଼ିଶା ଉପରେ ପଡିବ କି ବିପଦ? ବଡ଼ ଆକଳନ…

ନୂଆଦିଲ୍ଲୀ,୩୦।୪:ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧର ଆଶଙ୍କା ମଧ୍ୟରେ ଏକ ସାଂଘାତିକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ କୁହାଯାଇଛି ଯେ ଯଦି ଭାରତ ପାକିସ୍ତାନ ଉପରେ...

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା,...

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri