ରାଜଧାନୀରୁ ବସ୍‌ ଚୋରି, ବ୍ରହ୍ମପୁରରୁ ଜବତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଏକ ବସ୍‌କୁ କେହି ଚୋରି କରି ନେଇଥିବା ବେଳେ ଏହା ବ୍ରହ୍ମପୁରୁର ଜବତ ହୋଇଥିବା ସୂଚନା ମିଳିଛି। ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ବସ ମାଲିକ  ଏନେଇ ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ।

ଏହାପରେ ପୋଲିସ ଚୋରି ଯାଇଥିବା ବସ୍‌ଟିକୁ ବ୍ରହ୍ମପୁରରୁ ଜବତ କରିଛି। ବ୍ରହ୍ମପୁର ବଡ଼ ବଜାରରୁ ଚୋରି ବସ୍‌ ମିଳିଥିବା ନେଇ ପୋଲିସ ସୂଚନା ଦେଇଛି। ତେବେ ଏହି ଘଟଣାରେ ଏ ପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନ ଥିବା ପୋଲିସ ସୂତ୍ରରୁ ପ୍ରକାଶ। ଏନେଇ ଅଧିକ ତଦନ୍ତ ଚାଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri