ଭଦ୍ରକରେ ବସ୍‌ ଚଳାଚଳ ବନ୍ଦ

ଭଦ୍ରକ ଅଫିସ,୪।୧୦: ବସ୍‌କୁ ଅଟକାଇ ବଟି ଆଦାୟ କରିବା ସହ ଡ୍ରାଇଭର, କଣ୍ଡକ୍ଟରଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ମଙ୍ଗଳବାର ଭଦ୍ରକ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଛି। ଜୋରଜବରଦସ୍ତ ବଟି ଆଦାୟ ହୋଉଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ବସ୍‌ ସିଣ୍ଡିକେଟ ପକ୍ଷରୁ ଆଜି ବସ୍‌ ଚଳାଚଳ ବନ୍ଦ ରଖାଯାଇଛି। ଫଳରେ ଯାତ୍ରୀମାନେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି।
ସୂଚନାଯୋଗ୍ୟ, ୨ ଦିନ ତଳେ କିଛି ଅସାମାଜିକ ବ୍ୟକ୍ତି ଭଦ୍ରକର ୨ଟି ବସ୍‌କୁ ସୋରରେ ଅଟକାଇ ବଟି ମାଗିଥିଲେ। ବଟି ନ ଦେବାରୁ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ସେମାନେ ଦୁର୍ବ୍ୟବହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ନାଗାବଳୀ ନଦୀପଠାରୁ ଜନୈକା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ରାମପୁର ବ୍ଲକଫାଜିଖାଲ...

ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା

ପାଲଲହଡ଼ା, ୧୩ା୮(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପକଣ୍ଠରେ ବଢିଚାଲିଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା। କେତେଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଆଉ କେତେକ ବାହାର ଜିଲାରୁ ଏଠାକୁ...

ରାଜ୍ୟବାସୀଙ୍କୁ ଦୋଳପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଉତ୍ସବମୁଖର ହୋଇଛି ଗାଁଠୁ ସହର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍‌...

ନିସାହା ଗୁରୁବାରୀକୁଁ ସାହାଯ୍‌ର ହାତ୍‌ ବଢ଼ାଲେ ବିଡିଓ

କେସିଙ୍ଗା, ୩୦।୧୧ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍‌ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ...

ନୂଆ ପାଠ୍ୟକ୍ରମ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ନବମ ଓ ଦଶମର ନୂଆ ପାଠ୍ୟକ୍ରମ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ...

ମହତିପୁର-ଚରମ୍ପା ରାସ୍ତା ନିର୍ମାଣରେ ଅନିଶ୍ଚିତତା

ଖଇରା,୮।୫(ଡି.ଏନ୍‌.ଏ.): ବାଲେଶ୍ୱରରୁ ଭଦ୍ରକ ଜିଲାକୁ ସଂଯୋଗ କରୁଥିବା ମହତିପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ୬ମାସ ଧରି ଦ୍ରୁତଗତିରେ ଚାଲିବା ପରେ ଏବେ ଏହାର ଗତି...

୩ବର୍ଷ ହେଲା ଜୀବନ ସହ ସଂଘର୍ଷ କରୁଛନ୍ତି ଚୈତନ୍ୟ, ମିଳୁନାହିଁ ସହାୟତା

ଗୁଡ଼ଭେଲା,୩୦ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଘୁନା ପଞ୍ଚାୟତ ଅନ୍ତର୍ଗତ ଗୁଡଙ୍ଗାମାଳ ଗ୍ରାମ ପୁଟାପଡାର ଚୈତନ୍ୟ ପୁଟା (୨୪) ତିନିବର୍ଷ ତଳେ ଗଛରୁ ପଡିଯାଇଥିଲେ। ତାଙ୍କର...

୫-ଟି ସଚିବଙ୍କ କୋଭିଡ୍‌-୧୯ ହସ୍ପିଟାଲ ପରିଦର୍ଶନ

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରାଯାଉଛି। ଏହି କ୍ରମରେ ପାରାଦୀପଠାରେ ୧୦୦ଶଯ୍ୟା ବିଶିଷ୍ଠ କୋଭିଡ୍‌-୧୯ ହସ୍ପିଟାଲ ପ୍ରସ୍ତୁତ...

Advertisement
Archives

Model This Week