ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍‌ ମାଲିକ ସଂଘ, ଆସନ୍ତା ୨୦ରୁ ଗଡିବନି ବସ୍

ଭୁବନେଶ୍ୱର, ୧୮।୧୦: ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଧର୍ମଘଟ ଡାକରା ଦେଲେ ବସ୍‌ ମାଲିକ ସଂଘ। ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ସଂଘ ପକ୍ଷରୁ ବସ୍‌ ଧର୍ମଘଟ ଡାକରା ଦିଆଯାଇଛି। ଏନେଇ ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ ସଂଘ ଧର୍ମଘଟ ଡାକରା ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସହିତ ଆଲୋଚନା ପରେ ସ୍ଥଗିତ ରଖିଥିଲା। ତେବେ ବର୍ତ୍ତମାନ ପୁଣି ଘରୋଇ ବସ୍ ମାଲିକ ସଂଘ ନିଷ୍ପତି ବଦଳାଇ ଧର୍ମଘଟ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri