Posted inରାଜ୍ୟ

କାଲି ହେବନି ବସ ଧର୍ମଘଟ

ଭୁବନେଶ୍ବର ,୩୧।୧୦: ଭବାନୀପାଟଣାରେ ବୁଧବାର ଲକ୍ଷ୍ମୀ ବସର ଶୁଭାରମ୍ଭ ହେବ। ତେବେ ବୁଧବାର ଠାରୁ କଳାହାଣ୍ଡି ସମତେ ଆଖପାଖର ୧୦ ଜିଲାରେ ବସ ଗଡିବନି ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ବୁଧବାର ଡାକରା ଦିଆଯାଇଥିବା ରାଜ୍ୟର ୧୦ ଜିଲାରେ ବସ ଧର୍ମଘଟ ହେବନି। ମଙ୍ଗଳବାର ସରକାରଙ୍କ ସହ ଆଲୋଚନା ପରେ ଧର୍ମଘଟରୁ ଘରୋଇ ବସ ମାଲିକ ସଂଘ ଓହରିଛନ୍ତି। ଘରୋଇ ବସ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri