ବସ୍‌କୁ ପିଟିଲା ଟ୍ରକ୍‌, ୫ ଆହତ

ରାଉରକେଲା,୨୧ା୪: ସୁନ୍ଦରଗଡ଼ ଜିଲା ବଣାଇ ଲହୁଣିପଡ଼ା ରଜାମୁଣ୍ଡା ବାଇପାସ୍‌ ନିକଟରେ ରବିବାର ବସ୍‌କୁ ଏକ ଟ୍ରକ୍‌ ପିଟିବାରୁ ୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ରାଉରକକେଲାରୁ ବଡ଼ବିଲ ଯାଉଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ହିଟାଚି ବୋଝେଇ ଗାଡ଼ି

ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି...

ବରଗଡ଼ରେ ମାତିଛନ୍ତି ଟ୍ରାନ୍ସଫର୍ମର ଚୋର: ତେଲ, କଏଲ ନେଇଯିବା ଯୋଗୁ ଶ୍ରୀଧାମ ଅନ୍ଧାର,ଲୋକେ…

ବରଗଡ଼ ୧୪।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରଙ୍କ ଦୌରାତ୍ମ୍ୟ ବଢି ଚାଲିଛି। ଗତ କିଛିଦିନ ତଳେ ବରାହାଗୋଡାରେ ହୋଇଥିବା ଟ୍ରାନ୍ସଫର୍ମର ଚୋରିର ଅଭିଯୁକ୍ତଙ୍କୁ ପୋଲିସ...

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର...

ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ

ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ, ପରେ ଝୁଲି ପଡ଼ିଲେ ସ୍ବାମୀ; ୨ ନାବାଳକ ସନ୍ତାନ…

ପଦ୍ମପୁର,୧୪।୬(ପ୍ରଦୀପ୍ତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲି ପଡିଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଭେଉଁରିଆ ଗାଁରେ । ମୃତକ...

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଟଲିପଡ଼ିଲେ ୪ ମାଓବାଦୀ

ଭୋପାଳ,୧୪।୬: ମଧ୍ୟପ୍ରଦେଶ ବାଲାଘାଟ ପଚମା ଦାଦର ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। କୋମ୍ବିଂ ଅପରେଶନ ବେଳେ ମୁହାଁମୁହିଁ ହୋଇଛନ୍ତି ଯବାନ ଏବଂ...

୧୮ ମାସରେ ଉତ୍ତମ ଚମତ୍କାରୀ ପାଠ, ଅନର୍ଗଳ ଭାବେ କହୁଛନ୍ତି…

ମୋହନା,୧୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ସହରରେ ରହୁଥିବା ସାମାଜସେବୀ ତଥା ପ୍ରକୃତି ବନ୍ଧୁ, ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର କୁମାର...

ବରଗଡ଼ ଜିଲାରେ ବ୍ୟାପିଲା ଝାଡ଼ାବାନ୍ତି: ୧୭ ଗୁରୁତରଙ୍କୁ ହସ୍ପିଟାଲ ସ୍ଥାନାନ୍ତର

ପାଇକମାଳ,୧୪।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପ୍ରାୟ ୭୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଝାଡାବାନ୍ତି ଅଣାୟତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri