ଦୁଆରଶୁଣି ଘାଟିରେ ବସ୍‌-ଟ୍ରକ ମୁହାଁମୁହିଁ: ଜଣେ ମୃତ, ୩ ଗୁରୁତର

ବାରିପଦା ଅଫିସ,୩୦।୪: ମୟୂରଭଞ୍ଜ ଜିଲା ବାଙ୍ଗିରୀପୋଷୀ ଥାନା ଅଧୀନ ଦୁଆରଶୁଣି ଘାଟିରେ ଶନିବାର ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏଥିେରେ ଜଣେ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି ।

ଦୁର୍ଘଟଣା ପରେ ଘାଟିରେ କିଛି ସମୟ ପାଇଁ ଗାଡି ଚଳାଚଳ ବନ୍ଦ ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ବାଙ୍ଗିରିପୋଷି ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା। ପରେ ଗାଡ଼ି ଚଳାଚଳ ସ୍ବଭାବିକ ହୋଇଥିଲା।

ମିଳିଥିବା ସୂଚନା ମୁତାବକ, ଇଦ୍‌ପର୍ବ ପାଳନ ପାଇ କିଛି ରାଜମିସ୍ତ୍ରୀ ଏକ ବସ୍‌ ରିଜର୍ଭ କରି କୋଲକତା ଯାଉଥିଲେ। ହେଲେ ଦୁଆରଶୁଣି ଘାଟିରେ ଏକ ଆଇରନ୍‌ ପଥର ବୋଝେଇ ଟ୍ରକ ସହ ମୁହାଁମୁହିଁ  ଧକ୍କା ହୋଇଥିଲା। ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ...

ବିଦ୍ୟୁତ୍‌ ଖୁଣ୍ଟ ଚୋରି ବେଳେ ୩ ଲୁଟେରାଙ୍କୁ କାବୁ କଲା ପୋଲିସ୍‌

ଉଦଳା, ୧୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ମଉଦା ଅଞ୍ଚଳରେ ଗତ ଶନିବାର କେତେଜଣ ଲୁଟେରା ବିଦ୍ୟୁତ୍‌ ଖୁଣ୍ଟ ଚୋରି କରୁଥିଲେ। ବିଲ ଭିତରେ...

ଚିଲିକାରୁ ୧୨ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଖଲ୍ଲିକୋଟ,୯ା୬(ଡି.ଏନ.ଏ.): ଖଲ୍ଲିକୋଟ ତହସିଲ ଅନ୍ତର୍ଗତ ଚିଲିକା ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡ଼ି ଘେରିକୁ ପ୍ରଶାସନ ତରଫରୁ ଉଚ୍ଛେଦ କରାଯାଇଛି। ଭେଜିପୁଟ ଆର୍‌ଆଇ ସର୍କଲ ଅଧୀନରେ ଥିବା...

ଓୟୁଟିଆର୍‌ରେ ଏମ୍‌ସିଏ ପାଠ୍ୟକ୍ରମ ବନ୍ଦ ଯୋଜନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟ ସରକାଙ୍କ ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ୍‌ ରିସର୍ଚ୍ଚ (ଓୟୁଟିଆର୍‌)ରେ ଏମସିଏ ପାଠ୍ୟକ୍ରମ ବନ୍ଦ ପାଇଁ ଯୋଜନା କରାଯାଉଥିବା ପୁରାତନ ଛାତ୍ର ସଂଗଠନ...

ଇସ୍ପାତ ଉତ୍ପାଦନ ପାଇଁ ପୂର୍ବ ଭାରତ ଆମର ପ୍ରାଥମିକତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବ ଭାରତରେ ଅଧିକ ଇସ୍ପାତ ଉତ୍ପାଦନ ହେଉଥିବା କାରଣରୁ ଏହି ଅଞ୍ଚଳକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଭାରତର ବିଭିନ୍ନ ଅଞ୍ଚଳରୁ ଉତ୍ପାଦିତ ହେଉଥିବା ଇସ୍ପାତ...

ଜରପଡ଼ାକୁ ବ୍ଲକ ମାନ୍ୟତା ଦାବି; ଆଞ୍ଚଳିକ ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ

ଛେଣ୍ଡିପଦା,୨୨।୭(ଡି.ଏନ.ଏ.) ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜରପଡାକୁ ବ୍ଲକ ମାନ୍ୟତା ପ୍ରଦାନ ପାଇଁ ଦାବି କରିଛି ଜରପଡା ଆଞ୍ଚଳିକ ବିକାଶ ପରିଷଦ। ଏ ନେଇ ଆଞ୍ଚଳିକ ବିକାଶ...

ବିଦ୍ୟାଳୟରେ ମଦ୍ୟପାନ କଲେ ଶିକ୍ଷକ: ଭିଡ଼ିଓ ହେଲା ଭାଇରାଲ

ବଇଣ୍ଡା,୨୫।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ସର୍କଲ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜୈନେକ ଶିକ୍ଷକ ଶନିବାର ବିଦ୍ୟାଳୟ ଶ୍ରେଣୀଗୃହ ପ୍ରକୋଷ୍ଠରେ ମଦ୍ୟପାନ କରୁଥିବା ବିଡ଼ିଓ ରବିବାର...

୪ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ବିଲ୍ଡର କୃଷ୍ଣଚନ୍ଦ୍ର ନାୟକ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରା ଜଜ୍‌-୩ (ଏଡିଜେ-୩) ହତ୍ୟାରେ ସମ୍ପୃକ୍ତ ଥିବା...

Advertisement
Archives

Model This Week