ଏସବୁ ଜିଲାରେ ବସ୍‌ ଚଳାଚଳକୁ ଅନୁମତି

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଏଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ ବିଭକ୍ତ କରାଯାଇଛି। କୋଟାଗୋରୀ ‘ଏ’ରେ ୨୦ଟି ଜିଲା ରହିଥିବା ବେଳେ କୋଟାଗୋରୀ ‘ବି’ରେ ୧୦ଟି ଜିଲା ରହିଛି ବୋଲି ପ୍ରେସ୍‌ମିଟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। କୋଟାଗୋରୀ ‘ଏ’-ରେ ୨୦ଟି ଜିଲାରେ ସପ୍ତାହାନ୍ତ ଶଟ୍‌ଡାଉନ ରହିବ ନାହିଁ। ୧୬ ଜୁଲାଇ ଯାଏ ଆଶିଂକ ଲକ୍‌ଡାଉନ ରହିବ ।

ତେବେ କାଟାଗୋରୀ ‘ଏ’ରେ ଥିବା ଜିଲାଗୁଡ଼ିକରେ ବସ୍‌ ଚଳାଚଳକୁ ଅନୁମତି ମିଳିଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri