ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨

ଭୁବନେଶ୍ୱର,୨।୪(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହେଉଛି ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌। ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଅତିଥି ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତା ଭାବେ ଯୋଗଦେଇଛନ୍ତି ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ।


Enter your email to get our daily news in your inbox.

All Right Reserved By Dharitri.Com

ଲାଭଦାୟକ ହେଉନି ଚିନାବାଦାମ ଚାଷ

ରସୁଲପୁର,୨।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଚାଷୀ ପନିପରିବା, ତୈଳବୀଜ, ଡାଲିଜାତୀୟ ଓ ଆଖୁ ଭଳି ଅର୍ଥକରୀ ଫସଲ ଚାଷକୁ ଗୁରୁତ୍ୱ ଦିଅନ୍ତି। ଏହି ଅଞ୍ଚଳରେ ତୈଳବୀଜ...

ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ  ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ...

ଭୁଲ୍‌ ଔଷଧ ନେଲା ଶିଶୁର ଜୀବନ

ଟିକିରି,୨୩ା୧୦(ଡି.ଏନ୍‌.ଏ.): ଭୁଲ୍‌ ଔଷଧ ଦେବାରୁ ୧୪ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଥିପାଇଁ ଏଏନ୍‌ଏମ୍‌ କର୍ମୀଙ୍କ ଦାୟିତ୍ୱହୀନତାକୁ ଦାୟୀ କରାଯାଇଛି। ରାୟଗଡ଼ା ଜିଲା...

ଦ୍ୱିତୀୟ ଥର ପାଇଁ ରିପୋର୍ଟ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ମ ଥର ପାଇଁ ରାଜ୍ୟରେ ସରକାର କରିବା ପରେ ମନ୍ତ୍ରୀମାନଙ୍କୁ ପ୍ରତି ମାସ ୭ ତାରିଖ ପୂର୍ବରୁ ନିଜ...

ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି...

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଢେଙ୍କାନାଳ ଅଫିସ,୨୮ା୭: ଢେଙ୍କାନାଳ ସହର ରାଧାକୃଷ୍ଣ ବଜାର ଅଞ୍ଚଳରୁ ଗୁରୁବାର ସମ୍ବଲପୁର ଅବକାରୀ ଗୋଇନ୍ଦା ବିଭାଗ, ଢେଙ୍କାନାଳ ଅବକାରୀ ବିଭାଗ ସହାୟତାରେ ଚଢ଼ାଉ କରାଯାଇ ୪୦...

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ କେଁ: ୩ ଲକ୍ଷ ୪୧ ହଜାର ନୁହେଁ କେବଳ ୩୨ ହଜାର ଥିବା କହିଲେ ପ୍ରତାପ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ କାଳିଆ ଯୋଜନା ଆରମ୍ଭ କରାଯାଇଥିଲା। ହେଲେ ଦିନକୁ ଦିନ କାଳିଆକୁ ନେଇ କେଁ ବଢ଼ିବାରେ...

CORONAVIRUS UPDATE: ରାଜ୍ୟରେ ୪୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୨୩ଜଣ ଲୋକାଲ କେସ୍‌ ଥିବା...

Advertisement
Archives

Model This Week