ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨

ଭୁବନେଶ୍ୱର,୨।୪(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହେଉଛି ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌। ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଅତିଥି ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତା ଭାବେ ଯୋଗଦେଇଛନ୍ତି ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ।